ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ପୂର୍ବାହ୍ନ ୧୧ଟାରେ ଆରମ୍ବେଭ ହୋଇଛି । କ୍ୟାବିନେଟ୍ ବୈଠକରେ ସାଧାରଣ ପ୍ରଶାସନ, ଗୃହ ଓ ଅର୍ଥ ବିଭାଗର କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ସମ୍ଭାବନା ରହିଛି। ମିଳିଥିବା ସୂଚନା ଅନୁସାରେ ଅନ୍ତର୍ଜାତୀୟ ବିମାନର ଇନ୍ଧନରେ ଭାଟ୍ ଛାଡ଼ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିପାରେ। ଭୁବନେଶ୍ୱରରୁ କିମ୍ୱା ଭୁବନେଶ୍ୱର ଦେଇ ଯିବାକୁ ଥିବା ସବୁ ଇଣ୍ଟରନ୍ୟାଶନାଲ ଫ୍ଲ।ଇଟ୍ର ଇନ୍ଧନରୁ ୫ ପ୍ରତିଶତ ଭାଟ୍ ଛାଡ଼ ପାଇଁ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। କ୍ୟାବିନେଟ୍ ବୈଠକ ସାରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଯିବେ । ୫ଦିନିଆ ଦିଲ୍ଲୀ ଗସ୍ତ ସାରି ଆସନ୍ତା ୧୫ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବା କାର୍ଯ୍ୟକ୍ରମ ରହିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।