ବିଶ୍ୱ ପର୍ଯ୍ୟଟନ ଦିବସରେ ରାଜଧାନୀରେ ଶୋଭାଯାତ୍ରା

ଭୁବନେଶ୍ୱର: ଆଜି ବିଶ୍ୱ ପର୍ଯ୍ୟଟନ ଦିବସ। ଏ ଅବସରରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ମାଷ୍ଟରକ୍ୟାଣ୍ଟିନ୍‌ରୁ ଏକ ଶୋଭାଯାତ୍ରା ବାହାରି ପ୍ରଦର୍ଶନୀ ପଡ଼ିଆ ପର୍ଯ୍ୟନ୍ତ ଯାଇଥିଲା। ଶୋଭାଯାତ୍ରାରେ ସମ୍ୱଲପୁରୀ, ଘୋଡ଼ା ନାଚ, ଯୋଡ଼ି ଶଙ୍ଖ ଓ ଗୋଟି ପୁଅ ନୃତ୍ୟ ଦେଖିବାକୁ ମିଳିଥିଲା। ଏହି ଶୋଭାଯାତ୍ରାକୁ  ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା ଉଦ୍‌ଘାଟନ କରିଥିଲେ। ବିଧାୟକ ପ୍ରିୟଦର୍ଶୀ ମିଶ୍ର, ବିଜୟ ମହାନ୍ତି ଓ ମେୟର ଅନନ୍ତ ନାରାୟଣ ଜେନା ପ୍ରମୁଖ ଉପସ୍ଥିତ ଥିଲେ।

day

day

Rakesh Mallick
  • Published: Tuesday, 27 September 2016
  • Updated: 27 September 2016, 03:32 PM IST

bbsrଭୁବନେଶ୍ୱର: ଆଜି ବିଶ୍ୱ ପର୍ଯ୍ୟଟନ ଦିବସ। ଏ ଅବସରରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ମାଷ୍ଟରକ୍ୟାଣ୍ଟିନ୍‌ରୁ ଏକ ଶୋଭାଯାତ୍ରା ବାହାରି ପ୍ରଦର୍ଶନୀ ପଡ଼ିଆ ପର୍ଯ୍ୟନ୍ତ ଯାଇଥିଲା। ଶୋଭାଯାତ୍ରାରେ ସମ୍ୱଲପୁରୀ, ଘୋଡ଼ା ନାଚ, ଯୋଡ଼ି ଶଙ୍ଖ ଓ ଗୋଟି ପୁଅ ନୃତ୍ୟ ଦେଖିବାକୁ ମିଳିଥିଲା।

ଏହି ଶୋଭାଯାତ୍ରାକୁ  ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା ଉଦ୍‌ଘାଟନ କରିଥିଲେ। ବିଧାୟକ ପ୍ରିୟଦର୍ଶୀ ମିଶ୍ର, ବିଜୟ ମହାନ୍ତି ଓ ମେୟର ଅନନ୍ତ ନାରାୟଣ ଜେନା ପ୍ରମୁଖ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story