ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବରିଷ୍ଠ ଲୋକପ୍ରିୟ ଓଲିଉଡ ଅଭିନେତା ଅଜିତ୍ ଦାସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ କୋଭିଡ୍ ହସପିଟାଲରେ ଭର୍ତ୍ତି କରାଯାଇଛି।
ଗତକାଲି ରାତି ୨ଟା ସମୟରେ ଅଜିତଙ୍କୁ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ସେ ତାଙ୍କ ଝିଅଙ୍କୁ ଜଣାଇଥିଲେ। ଏହାସହ ଓଡ଼ିଶା ମୋ ପରିବାରର ଆବାହକ ଅରୂପ ମୋହନ ପଟ୍ଟନାୟକ ଏବଂ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ମଧ୍ୟ ଜଣାଇଥିଲେ। ପରେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବବିଙ୍କ ଭାଇ ଭବ ଅଟକ; ଅଧାରାତିରେ ଉଠାଇ ଆଣିଲା ପୁଲିସ
ଯାଜପୁର ବିରଜା ହାଟରେ ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ସହ ମାଡ଼ ମାରିବ ଅଭିଯୋଗରେ ପୁଲିସ ତାଙ୍କୁ ଅଟକ ରଖିଥିବା ଜଣାଯାଇଛି।
Events & Festivals
ଆଜି ପ୍ରଥମାଷ୍ଟମୀ, ପୋଢୁଆଁ ହେବେ ବଡ଼ ଠାକୁର
ଆଜି ପ୍ରଥମାଷ୍ଟମୀରେ ପୋଢୁଆଁ ହେବେ ବଡ଼ ଠାକୁର ବଳଭଦ୍ର।
Miscellaneous
ରାଜ୍ୟ କର୍ମଚାରୀଙ୍କୁ ପୂର୍ଣ୍ଣାଙ୍ଗ ପେନସନ୍ ମିଳିବାରେ ବିଳମ୍ବ: ମୁଖ୍ୟ ସଚିବ କ୍ଷୁବ୍ଧ, ମାଗିଲେ ମାସିକିଆ ରିପୋର୍ଟ
ଯଦି କୌଣସି କର୍ମଚାରୀଙ୍କ ବିରୁଦ୍ଧରେ ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଅବା ଭିଜିଲାନ୍ସ ମାମଲା ଥାଏ ତା’ହେଲେ ସମ୍ପୃକ୍ତ କର୍ମଚାରୀଙ୍କ ଅବସର ଗ୍ରହଣର ଯଥେଷ୍ଟ ପୂର୍ବରୁ ତାକୁ ଫଏସଲା କରିବା ପାଇଁ ସମ୍ପୃକ୍ତ ବିଭାଗସ୍ତରରେ ପଦକ୍ଷେପ ଗ୍ରହଣ କରାଯିବା ଏକାନ୍ତ ଆବଶ୍ୟକ ।
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Politics
ଆଦାନୀ ଲାଂଚ ଅଭିଯୋଗ ମାମଲା: ଓଡ଼ିଶାରେ କଂଗ୍ରେସ-ବିଜେଡି ମୁହାଁମୁହିଁ, ମାପିଚୁପି ମତ ରଖିଲା ବିଜେପି
ଆମେରିକୀୟ କୋର୍ଟରେ ଯେଉଁ ଅଭିଯୋଗ ହୋଇଛି ସେଥିରେ ଓଡ଼ିଶା ସରକାରୀ ଅଫିସିଆଲଙ୍କ ସମ୍ପୃକ୍ତିର ଅଭିଯୋଗ ଥିବାବେଳେ ଏବେ କ୍ଷମତାରେ ନଥିବା ବିଜେଡି କାହାକୁ କ୍ଲିନଚିଟ୍ ଦେବାକୁ ଉଦ୍ୟମ କରୁଛି । ଯଦି କୌଣସି ଅଭିଯୋଗ ଆସିଛି ତା’ର ସମସ୍ତ ପ୍ରକାରର ତଦନ୍ତକୁ ସ୍ୱାଗତ କରିବା ପରିବର୍ତ୍ତେ ଏହାକୁ ଭିତ୍ତିହୀନ ଓ ଅସତ୍ୟ ବୋଲି କହି କ’ଣ ପ୍ରମାଣ କରିବାକୁ ବିଜେଡି ଚାହୁଁଛି ।