ଆଜିଠାରୁ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଅନଲାଇନ୍ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର:  ଆଜିଠାରୁ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ଅନଲାଇନ୍ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି। ୨୦୧୭ ମାଟ୍ରିକ ପରୀକ୍ଷା ପାଇଁ ସେମାନେ ପଞ୍ଜୀକରଣ କରୁଛନ୍ତି। ଏହି ପ୍ରକ୍ରିୟା ଅକ୍ଟୋବର ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ସେପଟେ ୨୦୧୬ରେ ମାଟ୍ରିକ୍ ପରୀକ୍ଷା ଦେବାକୁ ଯାଉଥିବା ଛାତ୍ରଛାତ୍ରୀମାନେ ଅନଲାଇନରେ ଫର୍ମଫିଲପ୍ କରିବେ। ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାଇଁ ପ୍ରଥମ ଥର ଏଭଳି ବ୍ୟବସ୍ଥା କରାଯାଇଛି। ଏଥିପାଇଁ ଆସନ୍ତା ଅକ୍ଟୋବର ପ୍ରଥମ ସପ୍ତାହରୁ ଫର୍ମଫିଲପ୍ ଆରମ୍ଭ ହେବ ବୋଲି ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। […]

matric

matric

Rakesh Mallick
  • Published: Wednesday, 23 September 2015
  • Updated: 23 September 2015, 10:09 AM IST

ଭୁବନେଶ୍ୱର:  ଆଜିଠାରୁ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ଅନଲାଇନ୍ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି। ୨୦୧୭ ମାଟ୍ରିକ ପରୀକ୍ଷା ପାଇଁ ସେମାନେ ପଞ୍ଜୀକରଣ କରୁଛନ୍ତି। ଏହି ପ୍ରକ୍ରିୟା ଅକ୍ଟୋବର ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ସେପଟେ ୨୦୧୬ରେ ମାଟ୍ରିକ୍ ପରୀକ୍ଷା ଦେବାକୁ ଯାଉଥିବା ଛାତ୍ରଛାତ୍ରୀମାନେ ଅନଲାଇନରେ ଫର୍ମଫିଲପ୍ କରିବେ। ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାଇଁ ପ୍ରଥମ ଥର ଏଭଳି ବ୍ୟବସ୍ଥା କରାଯାଇଛି। ଏଥିପାଇଁ ଆସନ୍ତା ଅକ୍ଟୋବର ପ୍ରଥମ ସପ୍ତାହରୁ ଫର୍ମଫିଲପ୍ ଆରମ୍ଭ ହେବ ବୋଲି ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଯେଉଁ ସ୍କୁଲଗୁଡ଼ିକରେ କମ୍ପ୍ୟୁଟର ବ୍ୟବସ୍ଥା ଥିବ ଛାତ୍ରଛାତ୍ରୀମାନେ ସେଠାରେ ଫର୍ମଫିଲପ୍ କରିପାରିବେ। ନଚେତ୍ ଜିଲ୍ଳା ଶିକ୍ଷା ଅଧିକାରୀ କିମ୍ୱା ମଣ୍ଡଳ ଶିକ୍ଷା ଅଧିକାରୀଙ୍କ ଅଫିସରେ ଆବେଦନ କରିହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story