ଭୁବେନଶ୍ୱର: ଆଜିଠାରୁ ମାଧ୍ୟମିକ ଶିକ୍ଷା ପରିଷଦର ୱେବସାଇଟରେ ଉପଲବ୍ଧ ହେବ ଚଳିତ ବର୍ଷର ମାଟ୍ରିକ ପରୀକ୍ଷାର ଓଏମ୍ଆର୍ ସିଟ୍। ଏହି ସିଟ୍କୁ ଛାତ୍ରଛାତ୍ରୀ କିମ୍ୱା ସେମାନଙ୍କ ଅଭିଭାବକ ମାଗଣାରେ ଡାଉନଲୋଡ କରିପାରିବେ। ଏଥିପାଇଁ ବୋର୍ଡ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଓଏମ୍ଆର୍ ସିଟ୍ ଉପଲବ୍ଧ ହେବାକୁ ଥିବା ବେବସାଇଟ୍ ଗୁଡ଼ିକ ହେଉଛି, www.knowyourresult.com, www.prestigeresult.in। ଏହି ଦୁଇଟି ସାଇଟ୍ରେ ଆଜି ଅପରାହ୍ନ ୨ଟାରୁ ପରୀକ୍ଷାର ଓଏମ୍ଆର୍ ସିଟ୍ ଉପଲବ୍ଧ ହେବ ବୋଲି ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ପ୍ରଫେସର ଡକ୍ଟର ଦକ୍ଷପ୍ରସାଦ ନନ୍ଦ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।
Crime
ବ୍ରାଉନସୁଗର ନା ମୁଲତାନୀ ମାଟି; ଜବତ ସାମଗ୍ରୀକୁ ନେଇ ପ୍ରବଳ ଉତ୍ତେଜନା
ବ୍ରାଉନସୁଗର ନା ମୁଲତାନୀ ମାଟି। ବ୍ରାଉନସୁଗର ଜବତ କରିବାକୁ ଯାଇଥିବା ଅବକାରୀ ଟିମ୍ ପ୍ରବଳ ହଟହଟା ହୋଇଛି। ମିଛ କେସ୍ରେ ଫସା ଯାଉଥିବା ଅଭିଯୋଗରେ ପରିବାର ଲୋକେ ଅବକାରୀ ଟିମ୍ ଗାଡ଼ି ଚାବି ଅଟକ ରଖିଛନ୍ତି।
Crime
ବାପପୁଅ ପାଲଟିଗଲେ ଜହ୍ଲାଦ; ୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ, ଜଣେ ମୃତ
ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି।