ସବୁ ଜିଲ୍ଲାପାଳମାନଙ୍କୁ ଆଲର୍ଟ କଲେ ସ୍ୱତନ୍ତ୍ର ରିଲିଫ୍ କମିଶନର
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ପଦକ୍ଷେପ ନେବାକୁ ସବୁ ଜିଲ୍ଲାପାଳମାନଙ୍କୁ ଆଲର୍ଟ କରାଯାଇଛି। ପାଣି ଜମିବା, ଆକସ୍ମିକ ବନ୍ୟା, ଭୂସ୍ଖଳନ ନେଇ ଆଲର୍ଟ କଲେ ସ୍ୱତନ୍ତ୍ର ରିଲିଫ୍ କମିଶନର। ବିଡିଓ, ତହସିଲଦାର, ଇଂଜିନିୟରମାନଙ୍କୁ ଆଲର୍ଟ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ନଦୀ ବନ୍ଧ ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଓଡ୍ରାଫ୍ ଏବଂ ଅଗ୍ନିଶମ କର୍ମଚାରୀଙ୍କୁ ଆଲର୍ଟ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର […]
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ପଦକ୍ଷେପ ନେବାକୁ ସବୁ ଜିଲ୍ଲାପାଳମାନଙ୍କୁ ଆଲର୍ଟ କରାଯାଇଛି। ପାଣି ଜମିବା, ଆକସ୍ମିକ ବନ୍ୟା, ଭୂସ୍ଖଳନ ନେଇ ଆଲର୍ଟ କଲେ ସ୍ୱତନ୍ତ୍ର ରିଲିଫ୍ କମିଶନର।
ବିଡିଓ, ତହସିଲଦାର, ଇଂଜିନିୟରମାନଙ୍କୁ ଆଲର୍ଟ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ନଦୀ ବନ୍ଧ ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଓଡ୍ରାଫ୍ ଏବଂ ଅଗ୍ନିଶମ କର୍ମଚାରୀଙ୍କୁ ଆଲର୍ଟ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର