ଅନର୍ସ ଫି ବୃଦ୍ଧି ପ୍ରତିବାଦରେ କଲେଜ ଗେଟ୍‌ରେ ତାଲା ପକାଇଲେ ଛାତ୍ରଛାତ୍ରୀ

ଆଳି (ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡା ଜିଲ୍ଲା ଆଳି ସ୍ଥିତ ଏସ୍‌.ଏନ୍‌. କଲେଜରେ ଅନର୍ସ ଫି’କୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ଅନର୍ସ ଫି’ ବୃଦ୍ଧି ପ୍ରତିବାଦରେ ଆଜି ଛାତ୍ରଛାତ୍ରୀମାନେ ମୁଖ୍ୟ ଗେଟ୍‌ରେ ତାଲା ପକାଇ ଧାରଣା ଦେଇଛନ୍ତି।

ଯୁକ୍ତତିନି ନାମଲେଖା ପରେ ଅନର୍ସ ପାଇଁ ଅଧିକ ୧୦୦୦ ଟଙ୍କା ପୈଇଠ କରିବାକୁ କଲେଜ କର୍ତ୍ତୃପକ୍ଷ ନୋଟିସ ଜାରି କରିଥିଲେ। ଯାହାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଛାତ୍ରଛାତ୍ରୀମାନେ କଲେଜର ସମସ୍ତ କ୍ଳାସ ବନ୍ଦ କରିବା ସହ ଫ।ଟକରେ ତାଲା ପକାଇ ଧାରଣାରେ ବସିଛନ୍ତି।

ଅନ୍ୟପକ୍ଷରେ କଲେଜ କର୍ତ୍ତୃପକ୍ଷ ଭିନ୍ନ ମତ ପୋଷଣ କରିଛନ୍ତି। କଲେଜ ଅଧ୍ୟକ୍ଷ ବୈକୁଣ୍ଠନାଥ ପରିଡା କହିଛନ୍ତି- “ଆଗକୁ ଛାତ୍ର ସଂସଦ ନିର୍ବାଚନ ଥିବାରୁ କିଛି ଛାତ୍ର ଅଣ ଛାତ୍ରଙ୍କ ଦ୍ୱାରା ପରିଚାଳିତ ହୋଇ ଏପରି ଆନ୍ଦୋଳନ କରୁଛନ୍ତି।”

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’