କୋରାପୁଟ (ଓଡ଼ିଶା ରିପୋର୍ଟର): କୋରାପୁଟ ବିଧାୟକ କୃଷ୍ଣଚନ୍ଦ୍ର ଶଗରିଆଙ୍କ ନାଁରେ ଥାନାରେ ମାମଲା। ଏକ ନିର୍ଦ୍ଦିଷ୍ଟ ଧର୍ମ ବିରୋଧରେ ବିଷୋଦଗାର କରିଥିବା ଅଭିଯୋଗରେ ତାଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଛନ୍ତି ସମାଜସେବୀ ଗଙ୍ଗାଧର ନନ୍ଦ। କୃଷ୍ଣ ଶଗରିଆଙ୍କ ସମେତ ୪ ଜଣଙ୍କ ନାଁରେ ଲକ୍ଷ୍ମୀପୁର ଥାନାରେ ମାମଲା ରୁଜୁ ହୋଇଥିବା ଏସ୍ଡିପିଓ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ଏହା ପଛରେ କଂଗ୍ରେସ ଓ ଆର୍ଏସ୍ଏସ୍ର କିଛି ଚକ୍ରାନ୍ତକାରୀ ରହିଥିବା ବିଧାୟକ କୃଷ୍ଣଚନ୍ଦ୍ର ଶଗରିଆ କହିଛନ୍ତି। ଏପରିକି ସେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ନାଁ ନେବା ସହ ଘଟଣା ସମ୍ପର୍କରେ ଏଆଇସିସି ଓ ରାହୁଲ ଗାନ୍ଧିଙ୍କୁ ଜଣାଇଥିବା କହିଛନ୍ତି। ଏହାକୁ ତାରା ଖଣ୍ଡନ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।