ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗ୍ୟାଙ୍ଗଷ୍ଟର୍ ଟିଟୋ ଓ ତାର ପରିବାରର ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍ କରିବାକୁ ବ୍ୟାଙ୍କଗୁଡିକୁ କ୍ରାଇମବ୍ରାଞ୍ଚ ପକ୍ଷରୁ ଚିଠି ଲେଖାଯାଇଛି । ଏପଟେ ଅପରେସନ ଟିଟୋକୁ ନେଇ ଆଜି ଦ୍ୱିତୀୟ ଦିନରେ ମଧ୍ୟ ଚଢ଼ାଉ ଜାରି ରହିଛି। ଟିଟୋର ଆନ୍ତଃରାଜ୍ୟ ଲିଙ୍କ୍, କ୍ରାଇମ୍ ଓ ବିଜନେସ୍ ନେଟଓ୍ୱର୍କକୁ ଧୂଳିସାତ୍ କରିବା ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି କ୍ରାଇମବ୍ରାଞ୍ଚ । STF ଟିଟୋର ସମସ୍ତ ପେଟ୍ରୋଲ ପମ୍ପ୍, ବିଲଡର ଅଫିସ, ଗାରମେଣ୍ଟ ସୋରୁମ୍ ପ୍ରଭୁତିକୁ ସିଲ୍ କରାଯାଉଛି। କୋଲକାତା, ଆନ୍ଧ୍ର ପ୍ରଦେଶ ଓ ଗୋଆରେ ଟିଟୋର ବିଜନେସ୍ ଓ କ୍ରାଇମ ଲିଙ୍କ ଥିବା ସନ୍ଦେହ କରାଯାଉଛି। ଚଢାଉ ବେଳେ ଟିଟୋ ଘରୁ କାଶ୍ମୀର ସମ୍ବନ୍ଧୀୟ କିଛି ପୁସ୍ତକ ମିଳିଥିବାରୁ କାଶ୍ମୀର ସହିତ ତାର କଣ ଲିଙ୍କ ରହିଛି ତାହାର ଖୋଲତାଡ କରାଯାଉଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।
Miscellaneous
ବାଗେଶ୍ୱର ବାବାଙ୍କ ବଡ଼ ବୟାନ: ଓଡ଼ିଶାରୁ ବାଜି ପାରେ ହିନ୍ଦୁ ରାଷ୍ଟ୍ରର ବିଗୁଲ
ତାଙ୍କ କହିବା କଥା ଯେ ସମସ୍ତ ହିନ୍ଦୁ ଗୋଟିଏ କାରଣ ପାଇଁ ଏକାଠି ହେବାର ସମୟ ଆସି ଯାଇଛି। ସେହିପରି ହିନ୍ଦୁ ରାଷ୍ଟ୍ର ଗଠନର ବିଗୁଲ କେବଳ ଓଡ଼ିଶାରୁ ବାଜି ପାରେ ବୋଲି ସେ କହଛନ୍ତି।
Miscellaneous
ବ୍ୟାନ୍ ପରେ ବି ଉଡ଼ୁଛି ଚାଇନିଜ ମାଞ୍ଜା ସୁତା ଗୁଡ଼ି, ସାଜିପାରେ ଘାତକ
ସରକାର ବ୍ୟାନ୍ କରି ସାରିଥିବା ବେଳେ କଟକ ସହରରେ କିନ୍ତୁ ଖୁଲମଖୁଲା ଜମୁଛି ବେପାର। ସବୁବେଳେ ଜନଗହଳିପୂର୍ଣ୍ଣ ରହୁଥିବା କଟକ ସହରରେ ଚାଇନିଜ ମାଞ୍ଜା ସୁତା ଲଗା ଗୁଡ଼ି ଉଡ଼ୁଛି।
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।