ପ୍ରବଳ ବର୍ଷା ଆଶଙ୍କା, ଜିଲ୍ଲାପାଳଙ୍କୁ ପୁଣି ଆଲର୍ଟ ଜାରି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତର ରୂପ ନେଇଥିବା ଯୋଗୁ ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୪ଦିନ ମଧ୍ୟରେ ଦ୍ୱିତୀୟଥର ପାଇଁ ସବୁ ଜିଲ୍ଲାରେ ଆଲର୍ଟ ଜାରି କରିଛନ୍ତି। ଜିଲ୍ଲାପାଳମାନଙ୍କୁ ସ୍ଥିତି ଉପରେ ନଜର ରଖିବା ପାଇଁ ୨୪ଘଣ୍ଟିଆ ଜରୁରୀକାଳୀନ କେନ୍ଦ୍ର ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ତା’ଛଡ଼ା ତଳିଆ ଅଞ୍ଚଳରେ ରହିଥିବା ଲୋକମାନଙ୍କୁ ସୁରକ୍ଷିତ […]

rain

rain

Manoranjan Sial
  • Published: Tuesday, 06 August 2019
  • Updated: 06 August 2019, 08:00 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତର ରୂପ ନେଇଥିବା ଯୋଗୁ ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୪ଦିନ ମଧ୍ୟରେ ଦ୍ୱିତୀୟଥର ପାଇଁ ସବୁ ଜିଲ୍ଲାରେ ଆଲର୍ଟ ଜାରି କରିଛନ୍ତି। ଜିଲ୍ଲାପାଳମାନଙ୍କୁ ସ୍ଥିତି ଉପରେ ନଜର ରଖିବା ପାଇଁ ୨୪ଘଣ୍ଟିଆ ଜରୁରୀକାଳୀନ କେନ୍ଦ୍ର ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ତା’ଛଡ଼ା ତଳିଆ ଅଞ୍ଚଳରେ ରହିଥିବା ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରି ସେଠାରେ ଖାଦ୍ୟ, ପାନୀୟ,ଆଲୋକ ଆଦିର ବ୍ୟବସ୍ଥା କରିବାକୁ କୁହାଯାଇଛି। ସେହିପରି ଓଡ୍ରାଫ ଓ ଅଗ୍ନିଶମ ବାହିନୀକୁ ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଜାରି ହୋଇଛି।

ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ଆଜି ସମସ୍ତ ଜିଲ୍ଲାପାଳ, ଅଗ୍ନିଶମ ସେବା ଆଇଜି, ଏନଡିଆରଏଫ ସମେତ ସ୍କୁଲ ଓ ଗଣଶିକ୍ଷା ବିଭାଗ, ଅନୁସୂଚିତ ଜାତି ଓ ଜନଜାତି ବିଭାଗ, ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର କର୍ତ୍ତୃପକ୍ଷଙ୍କୁ ଚିଠି ଲେଖି ଅଗଷ୍ଟ ୧୧ ତାରିଖ ପର୍ଯ୍ୟନ୍ତ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆସନ୍ତାକାଲି ୭ ତାରିଖ ପାଇଁ ୫ଟି ଜିଲ୍ଲାରେ ରେଡ୍ ଆଲର୍ଟ, ୭ଟି ଅରେଞ୍ଜ ଆଲର୍ଟ ଓ ୮ଟି ଜିଲ୍ଲାରେ ୱେଲୋ ଆଲର୍ଟ ଜାରି କରାଯାଇଛି । ୮ ତାରିଖରେ ମଧ୍ୟ ୬ଟି ଜିଲ୍ଲାରେ ୱେଲୋ ଆଲର୍ଟ ଜାରି ହୋଇଛି। ମାଲକାନଗିରି, କୋରାପୁଟ, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ପୁରୀ ଜିଲ୍ଲାରେ ବୁଧବାର ପର୍ଯ୍ୟନ୍ତ ରେଡ୍ ଆଲର୍ଟ ଜାରି ହୋଇଛି। ଏସବୁ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଇଛି।

ସେହିପରି ଗଜପତି,ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼, କଟକ, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାରେ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଏସବୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ମଧ୍ୟ ପୂର୍ବାନୁମାନ କରାଯାଇଛି। ଏହାବ୍ୟତୀତ ଅଗଷ୍ଟ ୧୦ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀମାନଙ୍କୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story