ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ରାଜ୍ୟ ସରକାର ସମସ୍ତ ପରିବେଶ ପର୍ଯ୍ୟଟନସ୍ଥଳୀର ବୁକିଂକୁ ମାର୍ଚ୍ଚ ୩୧ତାରିଖ ପର୍ଯ୍ୟନ୍ତ ରଦ୍ଦ କରିଛନ୍ତି। ଏହାସହିତ ଜୟଦେବ ବାଟିକାଙ୍କୁ ୩୧ତାରିଖ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ବନ୍ଦ କରାଯାଇଥିବାବେଳେ ଏକାମ୍ର କାନନକୁ ପ୍ରତ୍ୟେକ ଦିନ ୨ଟା ପରଠୁ ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ପରିବେଶ ପର୍ଯ୍ୟଟନସ୍ଥଳୀଗୁଡ଼ିକର ଦିନ ଭ୍ରମଣ ବ୍ୟବସ୍ଥାକୁ ମଧ୍ୟ ସାମିୟକ ଭାବେ ସ୍ଥଗିତ ରଖାଯାଇଛି। ଏହି ସମୟ ମଧ୍ୟରେ ବୁକିଂ କରିଥିବା ସମସ୍ତ ପର୍ଯ୍ୟଟକଙ୍କୁ ଶତପ୍ରତିଶତ ଅଗ୍ରୀମ ଅର୍ଥ ଫେରସ୍ତ କରାଯିବ। ରାଜ୍ୟର ସମସ୍ତ ପ୍ରାଣୀ ଉଦ୍ୟାନ ଜନସାଧାରଣଙ୍କ ନିମନ୍ତେ ବର୍ତ୍ତମାନ ପାଇଁ ବନ୍ଦ ରହିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।