ଭାରତ ବନ୍ଦ ଯୋଗୁ ୨ ଦିନ ଘୁଞ୍ଚିଲା ସମସ୍ତ ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ଆଜି ଓ ଆସନ୍ତା କାଲି ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ସକାଳୁ ସକାଳୁ ଅନୁଭୂତ ହେଲାଣି। ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଲାଣି ବନ୍ଦର ପ୍ରଭାବ । ଆନ୍ଦୋଳନକାରୀ ବିଭିନ୍ନ ରାଜପଥ ସମେତ ରେଳ ଲାଇନ୍‌କୁ ବି ଅବରୋଧ କରିଥିବା ବେଳେ ଯାତାୟତ ବାଧାପ୍ରାପ୍ତ ହେଉଛି। ଏହାକୁ ଆଖି ଆଗରେ ରଖି ବିଭିନ୍ନ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଦୁଇ ଦିନ ପାଇଁ ପରୀକ୍ଷାକୁ ଘୁଞ୍ଚାଇ ଦେଇଛନ୍ତି […]

Exam

Exam

Niharika Rout
  • Published: Monday, 28 March 2022
  • Updated: 28 March 2022, 12:36 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ଆଜି ଓ ଆସନ୍ତା କାଲି ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ସକାଳୁ ସକାଳୁ ଅନୁଭୂତ ହେଲାଣି। ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଲାଣି ବନ୍ଦର ପ୍ରଭାବ । ଆନ୍ଦୋଳନକାରୀ ବିଭିନ୍ନ ରାଜପଥ ସମେତ ରେଳ ଲାଇନ୍‌କୁ ବି ଅବରୋଧ କରିଥିବା ବେଳେ ଯାତାୟତ ବାଧାପ୍ରାପ୍ତ ହେଉଛି। ଏହାକୁ ଆଖି ଆଗରେ ରଖି ବିଭିନ୍ନ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଦୁଇ ଦିନ ପାଇଁ ପରୀକ୍ଷାକୁ ଘୁଞ୍ଚାଇ ଦେଇଛନ୍ତି ।

ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ଘୁଞ୍ଚାଇଛନ୍ତି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ । ପରବର୍ତ୍ତୀ ସମୟରେ ନୂତନ ତାରିଖ ଘୋଷଣା କରାଯିବ । ସେହିପରି ଆଜି ରେଭେନ୍ସା ବିଶ୍ୱବିଦ୍ୟାଳୟର ସମସ୍ତ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଭାରତ ବନ୍ଦ ଡାକରା ଦୃଷ୍ଟିରୁ ପରୀକ୍ଷା ସ୍ଥଗିତ ପାଇଁ ନୋଟିସ୍ ଜାରି କରିଛନ୍ତି କର୍ତ୍ତୃପକ୍ଷ । ଆଜି ହେବାକୁ ଥିବା ପରୀକ୍ଷା ପାଇଁ ପରବର୍ତ୍ତୀ ପର୍ଯ୍ୟାୟରେ ସମୟ ଧାର୍ଯ୍ୟ କରାଯିବ ।

ସେହିପରି ଆଜି ଏବଂ ଆସନ୍ତାକାଲି ରମାଦେବୀ ବିଶ୍ୱବିଦ୍ୟାଳୟ ଅଧୀନରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି  । ଏ ନେଇ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି  । ସମ୍ବଲପୁର ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ମଧ୍ୟ ସମସ୍ତ ପରୀକ୍ଷାକୁ ଘୁଞ୍ଚାଇ ଦେଇଥିବା ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story