ଏକ କ୍ୱିଣ୍ଟାଲ୍ ଘିଅରେ ହେବ ଯଜ୍ଞ | Odisha Reporter
ବାହାନଗାରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ପାଇଁ ଆୟୋଜିତ ହେବ ସର୍ବଧର୍ମ ପ୍ରାର୍ଥନା ସଭା ଓ ସମୂହ ଶ୍ରଦ୍ଧାଞ୍ଜଳି। ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଜୀବନ ହାରିଥିବା ଯାତ୍ରୀଙ୍କ ଆତ୍ମାର ଶାନ୍ତି ଓ ସଦଗତି ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା ପାଇଁ ୩ ଦିନିଆ ସମୂହ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଚାଲିବ। ବାହାନଗା ବାସୀ, ସୋର ଅଞ୍ଚଳବାସୀ ଓ ବାଲେଶ୍ୱର ସାମାଜିକ ସଂଗଠନର କର୍ମକର୍ତ୍ତା ମିଳିତ ଭାବେ ଆୟୋଜନ କରୁଛନ୍ତି ଏହି କାର୍ଯ୍ୟକ୍ରମ। ବାହାନଗା ହାଇସ୍କୁଲ ପାଖ ପଡିଆରେ ଏହି କାର୍ଯ୍ୟକ୍ରମ ଛାଲିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
