ଲଣ୍ଡା ହେଉଛି ବାହାନଗା ! | Odisha Reporter
Advertisment
ବାହାନଗାରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ପାଇଁ ଆୟୋଜିତ ହେବ ସର୍ବଧର୍ମ ପ୍ରାର୍ଥନା ସଭା ଓ ସମୂହ ଶ୍ରଦ୍ଧାଞ୍ଜଳି। ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଉଦ୍ଧାର କରିଥିବା ସ୍ଥାନୀୟ ଲୋକମାନେ ଆଜି ମୁଣ୍ଡନ ହୋଇ ଦଶାହ ପାଳୁଛନ୍ତି। ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଜୀବନ ହାରିଥିବା ଯାତ୍ରୀଙ୍କ ଆତ୍ମାର ଶାନ୍ତି ଓ ସଦଗତି ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା ପାଇଁ ବାହାନଗାରେ ୩ ଦିନିଆ ସମୂହ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଚାଲିବ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us