ଆସନ୍ତାକାଲି ଭାରତ ବନ୍ଦ: ସାଢ଼େ ୯ଟା ସୁଦ୍ଧା ଅଫିସ ଆସିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୃଷକ ସଂଗଠନ ପକ୍ଷରୁ ଆସନ୍ତାକାଲି ଭାରତ ବନ୍ଦ ଡାକରା ଦିଆଯାଇଥିବାରୁ ରାଜ୍ୟ ସରକାର କେତେକ ପ୍ରତିଷେଧକମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନକୁ ଆସନ୍ତାକାଲି ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଥିବାବେଳେ ଭୁବନେଶ୍ୱରରେ ଲୋକସେବା ଭବନ, ଖାରବେଳ ଭବନ, ରାଜୀବ ଭବନ ଓ ବିଭାଗୀୟ ମୁଖ୍ୟ କୋଠାରେ କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କୁ ସକାଳ ସାଢ଼େ ୯ଟା ସୁଦ୍ଧା ଅଫିସ ଆସିବାକୁ ନିର୍ଦ୍ଦେଶ ଜାରି ହୋଇଛି। ଆସନ୍ତାକାଲି ଭାରତ ବନ୍ଦ ଡାକରାକୁ […]

odisha secretariat

odisha secretariat

Ordigital Desk
  • Published: Thursday, 25 March 2021
  • Updated: 26 March 2021, 05:26 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୃଷକ ସଂଗଠନ ପକ୍ଷରୁ ଆସନ୍ତାକାଲି ଭାରତ ବନ୍ଦ ଡାକରା ଦିଆଯାଇଥିବାରୁ ରାଜ୍ୟ ସରକାର କେତେକ ପ୍ରତିଷେଧକମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି।

ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନକୁ ଆସନ୍ତାକାଲି ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଥିବାବେଳେ ଭୁବନେଶ୍ୱରରେ ଲୋକସେବା ଭବନ, ଖାରବେଳ ଭବନ, ରାଜୀବ ଭବନ ଓ ବିଭାଗୀୟ ମୁଖ୍ୟ କୋଠାରେ କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କୁ ସକାଳ ସାଢ଼େ ୯ଟା ସୁଦ୍ଧା ଅଫିସ ଆସିବାକୁ ନିର୍ଦ୍ଦେଶ ଜାରି ହୋଇଛି।

ଆସନ୍ତାକାଲି ଭାରତ ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ସ୍କୁଲକୁ ବନ୍ଦ ଘୋଷଣା କରାଯାଇଥିବା ବେଳେ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଇଞ୍ଜନିୟରିଂ, ପଲଟିଟେକନିକ ଓ ଆଇଟିଆଇକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସେହିପରି ଲୋକସେବା ଭବନ ମଧ୍ୟକୁ ଆସନ୍ତାକାଲି ପ୍ରବେଶ ଉପରେ ସମ୍ପୂର୍ଣ୍ଣ କଟକଣା ଜାରି ହୋଇଛି। ଲୋକସେବା ଭବନର ମୁଖ୍ୟ ଗେଟ୍ ସକାଳ ୧୦ଟା ୧୫ମିନିଟରେ ବନ୍ଦ ହେବ ଓ ପଛଗେଟ୍ ଖୋଲା ରହିବ ବୋଲି ଗୃହ ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ କୁହାଯାଇଛି।

ସୂଚନାଯୋଗ୍ୟ, ଏହି ବନ୍ଦ ଡାକରାକୁ ରାଜ୍ୟର ପ୍ରମୁଖ ରାଜନୀତିକ ଦଳ କଂଗ୍ରେସ, ବାମଦଳ, ଆପ୍ , ସମାଜବାଦୀ ପାର୍ଟି ପ୍ରମୁଖ ସମେତ କେତେକ ଶ୍ରମିକ ସଂଗଠନ ଓ ଚାଷୀ ସଂଗଠନଗୁଡ଼ିକ ସମର୍ଥନ କରୁଥିବାରୁ ଏହାର ପ୍ରଭାବ ରାଜ୍ୟରେ ଅନୁଭୂତ ହେବାର ସମ୍ଭାବନା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story