୧ରୁ ଖୋଲିବ ସରକାରୀ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ବନ୍ଦ ରହିଥିବା ସମସ୍ତ ସରକାରୀ ଅଭିଯୋଗ ପ୍ରକୋଷ୍ଠ ଆସନ୍ତା ଜୁଲାଇ ୧ ତାରିଖରୁ ଖୋଲିବ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସମେତ ମୁଖ୍ୟ ସଚିବ, ବିଭିନ୍ନ ବିଭାଗର ସଚିବ, ଜିଲ୍ଲାସ୍ତରୀୟ ଅଭିଯୋଗ ପ୍ରକୋଷ୍ଠ ସ୍ୱାଭାବିକ ଭାବେ ପ୍ରତି ସୋମବାର ଦିନ କାର୍ଯ୍ୟକ୍ଷମ ହେବ ବୋଲି ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

cm-grivence-cell

Manoranjan Sial
  • Published: Monday, 24 June 2019
  • , Updated: 24 June 2019, 08:19 PM IST

Related story