କାଲିଠୁ ଅଫିସ୍‌ ଆସିବେ ସମସ୍ତ ଗ୍ରୁପ ‘ଏ’ ଅଧିକାରୀ

ଭୁବନେଶ୍ୱର( ଓଡିଶା ରିପୋର୍ଟର): କାଲିଠୁ ଅଫିସ୍ ଆସିବେ ସମସ୍ତ ଗ୍ରୁପ ଏ ଅଧିକାରୀ । ଜିଲ୍ଲାପାଳ, ଉପ ଜିଲ୍ଲାପାଳ, ଆରଡିସି, ତହସିଲ, ଆର.ଆଇ ଅଫିସ ଆସିବେ ଶତ ପ୍ରତିଶତ କର୍ମଚାରୀ। ୯ଟି ଜିଲ୍ଲାରେ ଗ୍ରୁପ୍ ବି, ସି ଓ ଡିର ୩୩ ପ୍ରତିଶତ କର୍ମଚାରୀ ରୋଷ୍ଟର ଭିତ୍ତିରେ କାମ କରିବେ। ଏହି ୯ ଜିଲ୍ଲା ହେଉଛି ପୁରୀ, ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଭଦ୍ରକ, କଳାହାଣ୍ଡି, ଢେଙ୍କାନାଳ ଓ ଯାଜପୁର। ରାଜସ୍ୱ ଓ ପ୍ରାକୃତିକ ବିପର୍ଯ୍ୟୟ ବିଭାଗ […]

bbsr

bbsr

Jyoshna Pradhan
  • Published: Sunday, 19 April 2020
  • Updated: 19 April 2020, 11:36 AM IST

Sports

Latest News

ଭୁବନେଶ୍ୱର( ଓଡିଶା ରିପୋର୍ଟର): କାଲିଠୁ ଅଫିସ୍ ଆସିବେ ସମସ୍ତ ଗ୍ରୁପ ଏ ଅଧିକାରୀ । ଜିଲ୍ଲାପାଳ, ଉପ ଜିଲ୍ଲାପାଳ, ଆରଡିସି, ତହସିଲ, ଆର.ଆଇ ଅଫିସ ଆସିବେ ଶତ ପ୍ରତିଶତ କର୍ମଚାରୀ। ୯ଟି ଜିଲ୍ଲାରେ ଗ୍ରୁପ୍ ବି, ସି ଓ ଡିର ୩୩ ପ୍ରତିଶତ କର୍ମଚାରୀ ରୋଷ୍ଟର ଭିତ୍ତିରେ କାମ କରିବେ। ଏହି ୯ ଜିଲ୍ଲା ହେଉଛି ପୁରୀ, ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଭଦ୍ରକ, କଳାହାଣ୍ଡି, ଢେଙ୍କାନାଳ ଓ ଯାଜପୁର। ରାଜସ୍ୱ ଓ ପ୍ରାକୃତିକ ବିପର୍ଯ୍ୟୟ ବିଭାଗ ପକ୍ଷରୁ ଆଜି ଏନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି।

ସେହିପରି ଆସନ୍ତାକାଲିଠୁ ସମସ୍ତ ଷ୍ଟାମ୍ପ ଭେଣ୍ଡରକୁ କାର୍ଯ୍ୟକ୍ଷମ କରାଯିବ। ନିର୍ମାଣ କାର୍ଯ୍ୟ ପାଇଁ ବାଲିଘାଟ, କ୍ରସର ୟୁନିଟ୍ ଓ କ୍ୱାରି ଗୁଡିକ ମଧ୍ୟ କାର୍ଯ୍ୟକ୍ଷମ କରାଯିବ। ତେବେ ଏସବୁ ସ୍ଥାନରେ ସାମାଜିକ ଦୂରତା କଟକଣା ମାନିବାକୁ ଗାଇଡଲାଇନରେ ଉଲ୍ଲେଖ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story