କଟକ ସହରରେ ଖୋଲିଲା ସବୁ ପାର୍କ

କଟକ (ଓଡ଼ିଶା ରିପୋର୍ଟର): କଟକ ସହରରେ ଖୋଲିଲା ସବୁ ପାର୍କ। କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ସିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ସହରରେ ସମସ୍ତ ପାର୍କ ସକାଳ ୭ଟାରୁ ୧୦ଟା ଓ ଅପରାହ୍ନ ୪ଟାରୁ ୬ଟା ପର୍ଯ୍ୟନ୍ତ ଖୋଲା ରହିବ। ପାର୍କରେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ ଦୋଳି ଓ ଜିମ୍ ଉପକରଣ ବ୍ୟବହାର ନକରିବାକୁ ନିର୍ଦ୍ଦେଶ ଦିଆଯାଇଛି। […]

jobrapark

jobrapark

Jitendra Garnayak
  • Published: Wednesday, 27 May 2020
  • Updated: 27 May 2020, 02:30 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): କଟକ ସହରରେ ଖୋଲିଲା ସବୁ ପାର୍କ। କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ସିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ସହରରେ ସମସ୍ତ ପାର୍କ ସକାଳ ୭ଟାରୁ ୧୦ଟା ଓ ଅପରାହ୍ନ ୪ଟାରୁ ୬ଟା ପର୍ଯ୍ୟନ୍ତ ଖୋଲା ରହିବ।

ପାର୍କରେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ ଦୋଳି ଓ ଜିମ୍ ଉପକରଣ ବ୍ୟବହାର ନକରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ଏହା ପୂର୍ବରୁ ୨୪ ତାରିଖରୁ ଭୁବନେଶ୍ୱରରେ ତିନୋଟି ପାର୍କ ଖୋଲିଛି। ଆଇଜି, ଫରେଷ୍ଟ ଓ ବୁଦ୍ଧ ପାର୍କକୁ ସକାଳ ୭ରୁ ୧୦ ଓ ଅପରାହ୍ନ ୪ରୁ ୬ଟା ପର୍ଯ୍ୟନ୍ତ ଖୋଲା ରହୁଛି। ଏଠାରେ ମଧ୍ୟ କଟକଣା ଲାଗୁ କରାଯାଇଛି। ଛେପ ପକାଇବା ଓ ଜିମ୍ ଉପକରଣ ବ୍ୟବହାର କରିବାକୁ ବାରଣ କରାଯାଇଛି। ତା’ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story