ବଜେଟ୍ ପୂର୍ବରୁ ପ୍ରଥମ ଥର ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ବିଧାନସଭାର ବଜେଟ୍ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ହେବ। ଆସନ୍ତା ୨୩ କିମ୍ବା ୨୪ ତାରିଖରେ ସର୍ବଦଳୀୟ ବୈଠକ ହୋଇପାରେ। ଏନେଇ ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ରାଜ୍ୟରେ ପ୍ରଥମ ଥର ପାଇଁ ବଜେଟ୍ ଅଧିବେଶନ୍ ପୂର୍ବରୁ ସର୍ବଦଳୀୟ ବୈଠକ ବସୁଛି। ଆସନ୍ତା ୨୫ରୁ ନବୀନ ସରକାରଙ୍କ ପଞ୍ଚମ ପାଳିର ଏହା ହେବ ପ୍ରଥମ ଅଧିବେଶନ। ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି,“ନିର୍ବାଚନ ପରେ ପ୍ରଥମ ବିଧାନସଭା ଅଧିବେଶନ […]

bbsr

bbsr

Jyoshna Pradhan
  • Published: Friday, 14 June 2019
  • Updated: 14 June 2019, 04:33 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ବିଧାନସଭାର ବଜେଟ୍ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ହେବ। ଆସନ୍ତା ୨୩ କିମ୍ବା ୨୪ ତାରିଖରେ ସର୍ବଦଳୀୟ ବୈଠକ ହୋଇପାରେ। ଏନେଇ ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି।

ରାଜ୍ୟରେ ପ୍ରଥମ ଥର ପାଇଁ ବଜେଟ୍ ଅଧିବେଶନ୍ ପୂର୍ବରୁ ସର୍ବଦଳୀୟ ବୈଠକ ବସୁଛି। ଆସନ୍ତା ୨୫ରୁ ନବୀନ ସରକାରଙ୍କ ପଞ୍ଚମ ପାଳିର ଏହା ହେବ ପ୍ରଥମ ଅଧିବେଶନ।

ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି,“ନିର୍ବାଚନ ପରେ ପ୍ରଥମ ବିଧାନସଭା ଅଧିବେଶନ ବସିବାକୁ ଯାଉଛି। ତେଣୁ ବିଧାନସଭା କେମିତି ଭଲ ଭାବେ ଚାଲିବ ସେଥିପାଇଁ ବିରୋଧୀ ଦଳର ସମସ୍ତ ନେତାଙ୍କୁ ମୁଁ ଡାକିଛି। ଆସନ୍ତା ୨୫ରେ ବିଧାନସଭା ବସୁଥିବାରୁ ତା’ପୂର୍ବରୁ ସର୍ବଦଳୀୟ ବୈଠକ ବସିବ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story