୨୯ରେ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭାର ବଜେଟ୍ ଅଧିବେଶନ ଆସନ୍ତା ଜୁଲାଇ ୨ତାରିଖରୁ ଆରମ୍ଭ ହେଉଥିବାବେଳେ ନବନିଯୁକ୍ତ ବାଚସ୍ପତି ବିକ୍ରମ କେଶରୀ ଆରୁଖ ସର୍ବଦଳୀୟ ବୈଠକ ଡାକିଛନ୍ତି । ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଜୁନ୍ ୨୯ତାରିଖ ସକାଳ ୧୧ଟା ସମୟରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ । ଗୃହ ପରିଚାଳନା ନିମନ୍ତେ ବାଚସ୍ପତି ଶ୍ରୀ ଆରୁଖ ସବୁ ଦଳର ସହଯୋଗ ଲୋଡ଼ିଛନ୍ତି । ଏହାସହିତ ଏବେ ଓଡ଼ିଶାରେ କୋଭିଡ୍ ସଂକ୍ରମଣ ମାମଲା ବୃଦ୍ଧି ପାଉଥିବାରୁ ସର୍ବଦଳୀୟ ବୈଠକରେ ଏ […]

assemble-

assemble-

Ordigital Desk
  • Published: Friday, 24 June 2022
  • Updated: 25 June 2022, 12:09 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭାର ବଜେଟ୍ ଅଧିବେଶନ ଆସନ୍ତା ଜୁଲାଇ ୨ତାରିଖରୁ ଆରମ୍ଭ ହେଉଥିବାବେଳେ ନବନିଯୁକ୍ତ ବାଚସ୍ପତି ବିକ୍ରମ କେଶରୀ ଆରୁଖ ସର୍ବଦଳୀୟ ବୈଠକ ଡାକିଛନ୍ତି । ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଜୁନ୍ ୨୯ତାରିଖ ସକାଳ ୧୧ଟା ସମୟରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ । ଗୃହ ପରିଚାଳନା ନିମନ୍ତେ ବାଚସ୍ପତି ଶ୍ରୀ ଆରୁଖ ସବୁ ଦଳର ସହଯୋଗ ଲୋଡ଼ିଛନ୍ତି । ଏହାସହିତ ଏବେ ଓଡ଼ିଶାରେ କୋଭିଡ୍ ସଂକ୍ରମଣ ମାମଲା ବୃଦ୍ଧି ପାଉଥିବାରୁ ସର୍ବଦଳୀୟ ବୈଠକରେ ଏ ସଂକ୍ରାନ୍ତରେ ଆଲୋଚନା ହେବ ବୋଲି ସେ କହିଛନ୍ତି ।

ସୂଚନାଯୋଗ୍ୟ, ବିଧାନସଭାର ଅଧିବେଶନ ଜୁଲାଇ ୨ରୁ ଆରମ୍ଭ ହୋଇ ଅଗଷ୍ଟ ୪ତାରିଖ ପର୍ଯ୍ୟନ୍ତ ଚାଲିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story