assemble-
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭାର ବଜେଟ୍ ଅଧିବେଶନ ଆସନ୍ତା ଜୁଲାଇ ୨ତାରିଖରୁ ଆରମ୍ଭ ହେଉଥିବାବେଳେ ନବନିଯୁକ୍ତ ବାଚସ୍ପତି ବିକ୍ରମ କେଶରୀ ଆରୁଖ ସର୍ବଦଳୀୟ ବୈଠକ ଡାକିଛନ୍ତି । ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଜୁନ୍ ୨୯ତାରିଖ ସକାଳ ୧୧ଟା ସମୟରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ । ଗୃହ ପରିଚାଳନା ନିମନ୍ତେ ବାଚସ୍ପତି ଶ୍ରୀ ଆରୁଖ ସବୁ ଦଳର ସହଯୋଗ ଲୋଡ଼ିଛନ୍ତି । ଏହାସହିତ ଏବେ ଓଡ଼ିଶାରେ କୋଭିଡ୍ ସଂକ୍ରମଣ ମାମଲା ବୃଦ୍ଧି ପାଉଥିବାରୁ ସର୍ବଦଳୀୟ ବୈଠକରେ ଏ ସଂକ୍ରାନ୍ତରେ ଆଲୋଚନା ହେବ ବୋଲି ସେ କହିଛନ୍ତି ।
ସୂଚନାଯୋଗ୍ୟ, ବିଧାନସଭାର ଅଧିବେଶନ ଜୁଲାଇ ୨ରୁ ଆରମ୍ଭ ହୋଇ ଅଗଷ୍ଟ ୪ତାରିଖ ପର୍ଯ୍ୟନ୍ତ ଚାଲିବ ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2022/03/assemble-1.jpg)