୨୦ରେ ଶୀତ ଅଧିବେଶନ; ଆଜି ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଏହାପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ। କରୋନା ମହାମାରୀ ସମୟରେ ଏଥର ଶୀତ ଅଧିବେଶନ ପରିଚାଳନା କିପରି ହେବ, ସେନେଇ ଆଲୋଚନା କରିବାକୁ ସର୍ବଦଳୀୟ ବୈଠକ ଡାକିଛନ୍ତି  ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ବିଧାନସଭା ପରିସରରେ ସବୁ ଦଳର ପ୍ରତିନିଧିଙ୍କ ସହ ବାଚସ୍ପତି ଆଲୋଚନା କରିବେ। ଶୀତ ଅଧିବେଶନରେ ତାରକା ପ୍ରଶ୍ନ ଉପରେ ଆଲୋଚନା ହେବ କି ନାହିଁ, ସେନେଇ […]

assembly

Niharika Rout
  • Published: Wednesday, 18 November 2020
  • , Updated: 18 November 2020, 07:37 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଏହାପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ।

କରୋନା ମହାମାରୀ ସମୟରେ ଏଥର ଶୀତ ଅଧିବେଶନ ପରିଚାଳନା କିପରି ହେବ, ସେନେଇ ଆଲୋଚନା କରିବାକୁ ସର୍ବଦଳୀୟ ବୈଠକ ଡାକିଛନ୍ତି  ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର।

ବିଧାନସଭା ପରିସରରେ ସବୁ ଦଳର ପ୍ରତିନିଧିଙ୍କ ସହ ବାଚସ୍ପତି ଆଲୋଚନା କରିବେ। ଶୀତ ଅଧିବେଶନରେ ତାରକା ପ୍ରଶ୍ନ ଉପରେ ଆଲୋଚନା ହେବ କି ନାହିଁ, ସେନେଇ ମତ ନିଆଯିବ।

Related story