କରୋନା କୋପ; ବନ୍ଦ ହେଲା ପୁରୀ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ

ପୁରୀ(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ପୁରୀ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନକୁ ବନ୍ଦ କରି ଦିଆଯାଇଛି । ମେ ୧୫ ତାରିଖ ଯାଏ ମଠ, ମନ୍ଦିର, ମସ୍‌ଜିଦ ଓ ଚର୍ଚ୍ଚ ବନ୍ଦ ରଖିବା ଲାଗି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ସମସ୍ତ ଧର୍ମାନୁଷ୍ଠାନରେ କେବଳ ରୀତିନୀତି ପାଳନ ହେବ । ହେଲେ କୌଣସି ଶ୍ରଦ୍ଧାଳୁଙ୍କୁ ପ୍ରବେଶ ଅନୁମତି ମିଳିବ ନାହିଁ । ମେ ୧୫ ପରେ ସେତେବେଳର ସ୍ଥିତିକୁ ନଜରରେ ରଖି ପୁଣି […]

Temple

Temple

Niharika Rout
  • Published: Tuesday, 27 April 2021
  • Updated: 27 April 2021, 12:39 PM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ପୁରୀ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନକୁ ବନ୍ଦ କରି ଦିଆଯାଇଛି । ମେ ୧୫ ତାରିଖ ଯାଏ ମଠ, ମନ୍ଦିର, ମସ୍‌ଜିଦ ଓ ଚର୍ଚ୍ଚ ବନ୍ଦ ରଖିବା ଲାଗି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ସମସ୍ତ ଧର୍ମାନୁଷ୍ଠାନରେ କେବଳ ରୀତିନୀତି ପାଳନ ହେବ । ହେଲେ କୌଣସି ଶ୍ରଦ୍ଧାଳୁଙ୍କୁ ପ୍ରବେଶ ଅନୁମତି ମିଳିବ ନାହିଁ । ମେ ୧୫ ପରେ ସେତେବେଳର ସ୍ଥିତିକୁ ନଜରରେ ରଖି ପୁଣି ନିଷ୍ପତ୍ତି ନିଆଯିବ ବୋଲି ଉପ ଜିଲ୍ଲାପାଳ ଭବତାରଣ ସାହୁ କହିଛନ୍ତି । ଏହା ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିରକୁ ମେ ୧୫ ଯାଏ ବନ୍ଦ ରଖାଯାଇଛି ।

ସୂଚନାଯୋଗ୍ୟ, କରୋନାର କୋପକୁ ଦେଖି ମେ ୧୫ ତାରିଖ ଯାଏ ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ସମୟରେ କିନ୍ତୁ ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି ଯଥାରୀତି ଅନୁଯାୟୀ ଚାଲିବ।

କରୋନାର ଦ୍ୱିତୀୟ ଲହରରେ ବହୁ ସେବାୟତ, ଶ୍ରୀମନ୍ଦିର କର୍ମଚାରୀ ଆକ୍ରାନ୍ତ ହୋଇଛନ୍ତି । ଆଗକୁ  ସ୍ଥିତି ଅଧିକ ସାଂଘାତିକ ହୋଇପାରେ । ତେଣୁ ଶ୍ରୀଜିଉଙ୍କ ନୀତିକାନ୍ତି ଯେପରି ପ୍ରଭାବିତ ନ ହୁଏ, ସେଥିପାଇଁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ କରିବାକୁ ମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି ।

ସେପଟେ ଆସନ୍ତା ୧୫ ତାରିଖରୁ ଶ୍ରୀଜିଉଙ୍କ ୨୧ ଦିନିଆ ବାହାର ଚନ୍ଦନଯାତ୍ରା ହେବା କଥା । ତାଙ୍କର ଚଳନ୍ତି ପ୍ରତିମା ଶ୍ରୀମନ୍ଦିରରୁ ଯାଇ ଚନ୍ଦନ ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ନା ଗତ ବର୍ଷ ପରି ଏଥର ମଧ୍ୟ ଶ୍ରୀମନ୍ଦିର ଭିତରେ ଚନ୍ଦନଯାତ୍ରା ହେବ, ସେ ସଂପର୍କରେ ଆସନ୍ତା ୬ ତାରିଖରେ ଏକ ବୈଠକ କରି ନିଷ୍ପତ୍ତି ନିଆଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି ।

ଏହାବ୍ୟତୀତ , ଗତକାଲିଠାରୁ  ପୁରୀ ସ୍ୱର୍ଗଦ୍ୱାରରେ ବାହାର ଲୋକଙ୍କ ଶବଦାହକୁ ବାରଣ କରାଯାଇଛି। ପୁରୀ ଜିଲ୍ଲା ବାହାରର କୌଣସି ଲୋକ ସ୍ୱର୍ଗଦ୍ୱାରରେ ଶବଦାହ କରିପାରିବେ ନାହିଁ ।  ପୁରୀ ଜିଲ୍ଲାର ଲୋକଙ୍କର କୋଭିଡ ବ୍ୟତୀତ ଅନ୍ୟ କାରଣ ପାଇଁ ମୃତ୍ୟୁ ହେଲେ ସ୍ୱର୍ଗଦ୍ୱାରରେ ଆତ୍ମୀୟ ସେମାନଙ୍କ ଶବଦାହ କରିପାରିବେ। ହେଲେ କୋଭିଡରେ ପ୍ରାଣ ହରାଉଥିବା ବ୍ୟକ୍ତି ସ୍ୱର୍ଗଦ୍ୱାରରେ ଅସ୍ଥି ବିସର୍ଜନ କରିପାରିବେ ନାହିଁ ।

ସେହିଭଳି ପୁରୀରେ ଶ୍ରାଦ୍ଧ ଓ ଅସ୍ଥି ବିସର୍ଜନ କାର୍ଯ୍ୟକୁ ମଧ୍ୟ ବାରଣ କରାଯାଇଛି । ଜିଲ୍ଲା ଓ ରାଜ୍ୟ ବାହାରର କୌଣସି ବ୍ୟକ୍ତି ଏବେ ମହୋଦଧି ଓ ଶ୍ୱେତଗଙ୍ଗାରେ ଶ୍ରାଦ୍ଧ କରିପାରିବେ ନାହିଁ କିମ୍ବା ଅସ୍ଥି ବିସର୍ଜନ କରିପାରିବେ ନାହିଁ ବୋଲି ପୁରୀ ଉପଜିଲ୍ଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ପୁରୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ଚିନ୍ତା ବଢ଼ାଉଛି। ଗତ ୪ ଦିନ ହେବ ରାଜ୍ୟରେ ୬ ହଜାର ଉପରେ ରହୁଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା। ଗତକାଲି ପୁରୀରୁ ୧୪୫, ରବିବାର ୧୮୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର  ଜିଲ୍ଲାରୁ ୩୯୫ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story