ବର୍ଷା ଯୋଗୁ ସ୍କୁଲ ଛୁଟି ଘୋଷଣା କଲେ ଗଜପତି ଜିଲ୍ଲା ପ୍ରଶାସନ

ଗଜପତି (ଓଡ଼ିଶା ରିପୋର୍ଟର): ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ଅବିଶ୍ରାନ୍ତ ବର୍ଷା ଲାଗି ରହିଛି। କେଉଁଠି ମୂଷଳଧାରା ତ କେଉଁଠି ତୁହାକୁ ତୁହା ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଆଜି ଗଜପତି ଜିଲ୍ଲା ପ୍ରଶାସନ ଜିଲ୍ଲାର ସବୁ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ଲଗାଣ ବର୍ଷା ଯୋଗୁ ଆଜି ଗଞ୍ଜାମ ଜିଲ୍ଲା ପ୍ରଶାସନ ମଧ୍ୟ ଜିଲ୍ଲାର ସବୁ ସ୍କୁଲକୁ ଛୁଟି ଘୋଷଣା କରି ସାରିଛନ୍ତି । କିନ୍ତୁ ସ୍କୁଲରେ ଶିକ୍ଷକମାନଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ […]

schoolgir

schoolgir

Tapaswini Nayak
  • Published: Wednesday, 25 September 2019
  • Updated: 25 September 2019, 10:42 AM IST

Sports

Latest News

ଗଜପତି (ଓଡ଼ିଶା ରିପୋର୍ଟର): ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ଅବିଶ୍ରାନ୍ତ ବର୍ଷା ଲାଗି ରହିଛି। କେଉଁଠି ମୂଷଳଧାରା ତ କେଉଁଠି ତୁହାକୁ ତୁହା ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଆଜି ଗଜପତି ଜିଲ୍ଲା ପ୍ରଶାସନ ଜିଲ୍ଲାର ସବୁ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ଲଗାଣ ବର୍ଷା ଯୋଗୁ ଆଜି ଗଞ୍ଜାମ ଜିଲ୍ଲା ପ୍ରଶାସନ ମଧ୍ୟ ଜିଲ୍ଲାର ସବୁ ସ୍କୁଲକୁ ଛୁଟି ଘୋଷଣା କରି ସାରିଛନ୍ତି । କିନ୍ତୁ ସ୍କୁଲରେ ଶିକ୍ଷକମାନଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story