କାଲି ଗଞ୍ଜାମ ଓ ପୁରୀ ଜିଲ୍ଲାରେ ସବୁ ସ୍କୁଲ୍ ଛୁଟି

ବ୍ରହ୍ମପୁର/ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସୁଛି ବାତ୍ୟା ‘ଜୱାଦ’। ରବିବାର ଏହା ପୁରୀ ଜିଲ୍ଲା ଉପକୂଳ ଦେଇ ଅତିକ୍ରମ କରିପାରେ। ତେବେ ଆସନ୍ତାକାଲି ଠାରୁ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ। ତେଣୁ ସରକାର ସବୁ ପ୍ରକାର ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ଗଞ୍ଜାମ ଓ ପୁରୀ ଜିଲ୍ଲାରେ ମଧ୍ୟ ଆଗୁଆ ପଦକ୍ଷେପ ନିଆଯାଉଛି। ଏହି କ୍ରମରେ ଆସନ୍ତାକାଲି ଏହି ଦୁଇ ଜିଲ୍ଲାର ସବୁ ସ୍କୁଲ୍‌କୁ ଛୁଟି ଘୋଷଣା କରାଯାଇଛି। ଗଞ୍ଜାମରେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଡିଇଓ […]

school

school

Jitendra Garnayak
  • Published: Friday, 03 December 2021
  • Updated: 03 December 2021, 07:59 PM IST

Sports

Latest News

ବ୍ରହ୍ମପୁର/ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସୁଛି ବାତ୍ୟା ‘ଜୱାଦ’। ରବିବାର ଏହା ପୁରୀ ଜିଲ୍ଲା ଉପକୂଳ ଦେଇ ଅତିକ୍ରମ କରିପାରେ। ତେବେ ଆସନ୍ତାକାଲି ଠାରୁ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ। ତେଣୁ ସରକାର ସବୁ ପ୍ରକାର ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ଗଞ୍ଜାମ ଓ ପୁରୀ ଜିଲ୍ଲାରେ ମଧ୍ୟ ଆଗୁଆ ପଦକ୍ଷେପ ନିଆଯାଉଛି। ଏହି କ୍ରମରେ ଆସନ୍ତାକାଲି ଏହି ଦୁଇ ଜିଲ୍ଲାର ସବୁ ସ୍କୁଲ୍‌କୁ ଛୁଟି ଘୋଷଣା କରାଯାଇଛି।

ଗଞ୍ଜାମରେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଡିଇଓ ସ୍କୁଲ୍ ଛୁଟି ଘୋଷଣା କରିଛନ୍ତି। ତେବେ କେବଳ ପିଲାଙ୍କ ପାଇଁ ସ୍କୁଲ୍ ଛୁଟି ରହିବ। ଶିକ୍ଷକ ଓ ଅନ୍ୟ କର୍ମଚାରୀ ସ୍କୁଲ୍ ଆସିବେ। ସେହିପରି ପୁରୀ ଜିଲ୍ଲାପାଳ ମଧ୍ୟ ଜିଲ୍ଲାରେ ସ୍କୁଲ ଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି।

ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି, ଉତ୍ତରକେନ୍ଦ୍ରୀୟ ବଙ୍ଗୋପସାଗରରୁ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି ବାତ୍ୟା ‘ଜୱାଦ’। ଗତ ୬ ଘଣ୍ଟାରେ ଏହା ଘଣ୍ଟାକୁ ୨୨ କିମି ବେଗରେ ଗତି କରୁଛି। ଏହା ଗୋପାଳପୁରରୁ ୪୭୦ କିମି ଓ ପାରାଦୀପରୁ ୫୮୦ କିମି ଦୂରରେ ରହିଛି। ଆଜି ରାତିରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story