ସହିଦ୍‌ଙ୍କ ସ୍ମୃତିରେ ସ୍କୁଲରେ ହେବ ୨ ମିନିଟ୍‌ ନିରବ ପ୍ରାର୍ଥନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କାଶ୍ମୀରର ପୁଲୱାମା ଆକ୍ରମଣରେ ସହିଦ ହୋଇଥିବା ଯବାନଙ୍କ ସମ୍ମାନରେ ଆସନ୍ତାକାଲି ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନରେ ୨ ମିନିଟ୍‌ର ନିରବ ପ୍ରାର୍ଥନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି। ଆସନ୍ତାକାଲି ଦିନ ୧୧ଟା ସମୟରେ ଏକକାଳୀନ ରାଜ୍ୟବ୍ୟାପୀ ଏହି ନିରବ ପ୍ରାର୍ଥନା କରାଯିବ। ପୁଲୱାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଜଗତସିଂହପୁର ଜିଲ୍ଲା ନାଉଗାଁର ପ୍ରସନ୍ନ ସାହୁ ଓ କଟକ ଜିଲ୍ଲା ନିଆଳିର ରତନପୁର ଗାଁର ମନୋଜ କୁମାର ବେହେରା ସହିଦ୍ ହୋଇଥିଲେ। ଦୁଇ […]

ja

ja

Manoranjan Sial
  • Published: Friday, 15 February 2019
  • Updated: 15 February 2019, 07:59 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କାଶ୍ମୀରର ପୁଲୱାମା ଆକ୍ରମଣରେ ସହିଦ ହୋଇଥିବା ଯବାନଙ୍କ ସମ୍ମାନରେ ଆସନ୍ତାକାଲି ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନରେ ୨ ମିନିଟ୍‌ର ନିରବ ପ୍ରାର୍ଥନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି। ଆସନ୍ତାକାଲି ଦିନ ୧୧ଟା ସମୟରେ ଏକକାଳୀନ ରାଜ୍ୟବ୍ୟାପୀ ଏହି ନିରବ ପ୍ରାର୍ଥନା କରାଯିବ।

ପୁଲୱାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଜଗତସିଂହପୁର ଜିଲ୍ଲା ନାଉଗାଁର ପ୍ରସନ୍ନ ସାହୁ ଓ କଟକ ଜିଲ୍ଲା ନିଆଳିର ରତନପୁର ଗାଁର ମନୋଜ କୁମାର ବେହେରା ସହିଦ୍ ହୋଇଥିଲେ। ଦୁଇ ସହିଦ୍‌ଙ୍କ ପରିବାରକୁ ୧୦ଲକ୍ଷ ଟଙ୍କା ଲେଖାଁଏ ସହାୟତା ଦେବା ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ସେହିପରି ଶୋକସନ୍ତପ୍ତ ପରିବାରକୁ ଭେଟିବା ପାଇଁ ୨ଜଣ ମନ୍ତ୍ରୀ ଶଶିଭୂଷଣ ବେହେରା ଓ ପ୍ରତାପ ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଗତକାଲି ସିଆରପିଏଫ୍ ଯବାନଙ୍କୁ ଟାର୍ଗେଟ କରି ହୋଇଥିବା ଏହି ଆକ୍ରମଣରେ ୪୦ ଯବାନ ସହିଦ ହୋଇଥିଲେ। ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥର ଅବନ୍ତୀପୋରା ନିକଟରେ ଏହି ଆକ୍ରମଣ ହୋଇଥିଲା। ପାଖାପାଖି ୨୫୦୦ରୁ ଅଧିକ ଯବାନ ୭୮ଟି ଗାଡ଼ିରେ ଜମ୍ମୁରୁ ଶ୍ରୀନଗର ଫେରୁଥିବା ବେଳେ ସେମାନଙ୍କ ଗାଡିକୁ ଆତଙ୍କବାଦୀ ଟାର୍ଗେଟ କରିଥିଲେ। ୬୦ କେଜିର ଆରଡିଏକ୍ସ ବିସ୍ଫୋରକ ଭରା ଏକ ଭ୍ୟାନ୍‌ ଯବାନ ବସିଥିବା ଏକ ବସ୍‌ରେ ମାଡ଼ କରିଥିଲା। ବିସ୍ଫୋରଣର ତୀବ୍ରତା ଏତେ ଥିଲା ଯେ ଏଥିରେ ଗାଡ଼ି ସଂପୂର୍ଣ୍ଣ ଭାଙ୍ଗି ଚୁରମାର ହୋଇଯାଇଥିଲା। ଏପରିକି ଜେନ ଯବାନଙ୍କ ଶରୀର ୮୦ ମିଟର ଦୂରକୁ ଛିଟିକି ପଡ଼ିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story