ଆସନ୍ତାକାଲି ବନ୍ଦ ରହିବ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କୃଷକ ସଂଗଠନ ଗୁଡ଼ିକର ଭାରତ ବନ୍ଦ ଡାକରା ପରିପ୍ରେକ୍ଷୀରେ ଆସନ୍ତାକାଲି ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ। ଆଜି ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି। ଅନ୍ୟପକ୍ଷରେ ଦୋଳ ପୂର୍ଣ୍ଣିମା ଓ ହୋଲି ପାଇଁ ଆସନ୍ତା ୨୮ ଓ ୨୯ ତାରିଖରେ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ। ସ୍କୁଲ ବନ୍ଦ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା […]

School

School

Manoranjan Sial
  • Published: Thursday, 25 March 2021
  • Updated: 25 March 2021, 08:59 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କୃଷକ ସଂଗଠନ ଗୁଡ଼ିକର ଭାରତ ବନ୍ଦ ଡାକରା ପରିପ୍ରେକ୍ଷୀରେ ଆସନ୍ତାକାଲି ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ। ଆଜି ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି।

ଅନ୍ୟପକ୍ଷରେ ଦୋଳ ପୂର୍ଣ୍ଣିମା ଓ ହୋଲି ପାଇଁ ଆସନ୍ତା ୨୮ ଓ ୨୯ ତାରିଖରେ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ। ସ୍କୁଲ ବନ୍ଦ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି।

ସୂଚନାରୁ ପ୍ରକାଶ, ମହାମାରୀ କରୋନା ପାଇଁ ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। କରୋନାର କୋପ କମିବା ପରେ ରାଜ୍ୟ ସରକାର ପର୍ଯ୍ୟାୟ କ୍ରମେ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ସହ ମହାବିଦ୍ୟାଳୟ ଏବଂ ଇଞ୍ଜିନିୟରିଂ କଲେଜ ଗୁଡ଼ିକୁ ଖୋଲିଥିଲେ। କୋଭିଡ୍‌ ଗାଇଡ୍‌ଲାଇନ୍‌ ମାନି ପିଲାମାନେ ପାଠ ପଢୁଛନ୍ତି। ଶିକ୍ଷାନୁଷ୍ଠାନଗୁଡ଼ିକ ସାନିଟାଇଟାଇଜ‌ ଓ ମାସ୍କ ନିୟମକୁ କଡ଼ାକଡ଼ି କରାଯାଇଛି। ସ୍କୁଲ୍‌ ଗୁଡ଼ିକରେ ରବିବାର ମଧ୍ୟ ପାଠପଢ଼ା ହେଉଛି। କେବଳ ପାଳନ ହେଉଥିବା ଉତ୍ସବ ଦିବସ ଗୁଡ଼ିକରେ ସ୍କୁଲ ଛୁଟି ରହିବ ବୋଲି ନିର୍ଦ୍ଦେଶ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story