ବୁଧବାର ସାରା ରାଜ୍ୟରେ ଦିନ ୧ଟାରୁ ସ୍କୁଲ ଛୁଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହକି ବିଶ୍ୱକପ୍‌ ଉଦଘାଟନୀ ପାଇଁ ଆସନ୍ତାକାଲି ଅର୍ଥାତ ବୁଧବାର ସମଗ୍ର ରାଜ୍ୟରେ ଦିନ ୧ଟାରୁ ସ୍କୁଲ ଛୁଟି ରହିବ। ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ ଛୁଟି ରହିବ। ପିଲାମାନେ ଉଦ୍‌ଘାଟନୀ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିବା ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏନେଇ ଆଜି ସନ୍ଧ୍ୟା ବେଳେ ରାଜ୍ୟ ସରକାର ଘୋଷଣା କରିଛନ୍ତି। ମହାଆଡମ୍ୱରେ ପୁରୁଷ ହକି ବିଶ୍ୱକପ୍‌ ଉଦ୍‌ଘାଟନ ଉତ୍ସବ ଆସନ୍ତାକାଲି କଟକ ବାରବାଟୀ ଷ୍ଟାଡିୟମରେ […]

Barabati

Barabati

Manoranjan Sial
  • Published: Tuesday, 10 January 2023
  • Updated: 10 January 2023, 09:03 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହକି ବିଶ୍ୱକପ୍‌ ଉଦଘାଟନୀ ପାଇଁ ଆସନ୍ତାକାଲି ଅର୍ଥାତ ବୁଧବାର ସମଗ୍ର ରାଜ୍ୟରେ ଦିନ ୧ଟାରୁ ସ୍କୁଲ ଛୁଟି ରହିବ। ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ ଛୁଟି ରହିବ। ପିଲାମାନେ ଉଦ୍‌ଘାଟନୀ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିବା ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏନେଇ ଆଜି ସନ୍ଧ୍ୟା ବେଳେ ରାଜ୍ୟ ସରକାର ଘୋଷଣା କରିଛନ୍ତି।

ମହାଆଡମ୍ୱରେ ପୁରୁଷ ହକି ବିଶ୍ୱକପ୍‌ ଉଦ୍‌ଘାଟନ ଉତ୍ସବ ଆସନ୍ତାକାଲି କଟକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଉଦ୍‌ଘାଟନ ଉତ୍ସବରେ ବଲିଉଡ ଓ ଓଡ଼ିଶାର ପ୍ରସିଦ୍ଧ କଳାକାରମାନେ ଅଂଶ ଗ୍ରହଣ କରି ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ। ସେଥିପାଇଁ ବ୍ୟାପକ ସୁରରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଦିନ ସାଢ଼େ ୧୨ଟାରୁ କଟକ ସହରର ବିଭିନ୍ନ ଅଂଚଳରେ ଟ୍ରାଫିକ କଟକଣା ଲାଗୁ ହେବ। ଯାହା ଉଦଘାଟନୀ ସମାରୋହ ଶେଷ ପର୍ଯ୍ୟନ୍ତ ବଳତ୍ତର ରହିବ ବୋଲି ଜଣାପଡ଼ିଛି। ବିଶ୍ୱକପ୍ ହକି ଜାନୁଆରୀ ୧୩ରୁ ୨୯ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡ଼ିୟମ ଓ ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡ଼ିୟମରେ ଖେଳାଯିବ।

ଅନ୍ୟପକ୍ଷରେ କଟକ ମହାନଗର ନିଗମ ଅଂଚଳରେ ଅଧା ଦିନ ଛୁଟି ଘୋଷଣା କରିଛନ୍ତି ସରକାର। ସହରର ସମସ୍ତ ସରକାରୀ ଅଫିସ୍ ,ଶିକ୍ଷାନୁଷ୍ଠାନ, ବ୍ୟାଙ୍କ ଆଦି ଅଧାଦିନ ଛୁଟି ରହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story