୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସବୁ ସ୍କୁଲ୍ ଛୁଟି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅକ୍ଟୋବର ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସବୁ ସ୍କୁଲ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରଧାନ ଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଦଶହରା ଓ କୁମାର ପୂର୍ଣ୍ଣିମା ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏବେ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଠପଢ଼ା ସ୍କୁଲ୍‌ରେ ଚାଲିଥିବା ବେଳେ ୧୦ ତାରିଖରୁ ଏହା ବନ୍ଦ ରହିବ। ଅକ୍ଟୋବର ୨୧ ତାରିଖରୁ ସ୍କୁଲ୍‌ ପୁନର୍ବାର ଖୋଲିବ।

Class Room

Class Room

Jitendra Garnayak
  • Published: Friday, 08 October 2021
  • Updated: 08 October 2021, 08:03 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅକ୍ଟୋବର ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସବୁ ସ୍କୁଲ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରଧାନ ଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଦଶହରା ଓ କୁମାର ପୂର୍ଣ୍ଣିମା ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏବେ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଠପଢ଼ା ସ୍କୁଲ୍‌ରେ ଚାଲିଥିବା ବେଳେ ୧୦ ତାରିଖରୁ ଏହା ବନ୍ଦ ରହିବ। ଅକ୍ଟୋବର ୨୧ ତାରିଖରୁ ସ୍କୁଲ୍‌ ପୁନର୍ବାର ଖୋଲିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story