ଏହିସବୁ ଜିଲ୍ଲାରେ ହୋଇପାରେ ଝଡ଼ବର୍ଷା ଓ ବଜ୍ରପାତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୨ଟି ଜିଲ୍ଲାରେ ଝଡ଼ବର୍ଷା ହେବ। ଏହାସହ ଘଡ଼ଘଡ଼ି ବି ମାରିବ। ଏନେଇ ଏହି ସବୁ ଜିଲ୍ଲାଗୁଡ଼ିକୁ ଅପରାହ୍ନ ୫ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ବଲାଙ୍ଗିର, ଜଗତସିଂହପୁର, କନ୍ଧମାଳ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ ନୂଆପଡ଼ା।

lighting-12-1-1-1

Tapaswini Nayak
  • Published: Monday, 22 July 2019
  • , Updated: 22 July 2019, 02:36 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୨ଟି ଜିଲ୍ଲାରେ ଝଡ଼ବର୍ଷା ହେବ। ଏହାସହ ଘଡ଼ଘଡ଼ି ବି ମାରିବ। ଏନେଇ ଏହି ସବୁ ଜିଲ୍ଲାଗୁଡ଼ିକୁ ଅପରାହ୍ନ ୫ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଉଛି, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ବଲାଙ୍ଗିର, ଜଗତସିଂହପୁର, କନ୍ଧମାଳ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ ନୂଆପଡ଼ା।

Related story