ଦିନରେ ୨୫୦୦, ରାତିକୁ ୫୦୦୦ ଟଙ୍କାରେ ହୁଏ ଡିଲ୍ , ବାଡ଼ ଖାଉଥିଲା ଫସଲ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଭିନ୍ନକ୍ଷମଙ୍କୁ ନେଇ ଦେହ ବ୍ୟବସାୟ । ଏହି ବ୍ୟବସାୟର ସୌଦାଗର ଖୋଦ୍ ନିଖିଳ ଓଡିଶା ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘର ସାଧାରଣ ସଂପାଦକ ସୁରେଶ କୁମାର ବେହେରା।  ଭୁବନେଶ୍ୱର ପଳାଶପଲ୍ଲୀ ସ୍ଥିତ ଭିନ୍ନକ୍ଷମ ତାଲିମକେନ୍ଦ୍ରରେ ଚାଲିଥିଲା ହାଇ ପ୍ରୋଫାଇଲ ସେକ୍ସ ରାକେଟ୍ ଯାହାର ପର୍ଦ୍ଦାଫାଶ କରିଛନ୍ତି ସେହି ମହାସଂଘର କିଛି ଅନ୍ତେବାସୀ ଓ ଷ୍ଟାଫ୍ । କେମିତି ହୁଏ ଡିଲ୍ ତାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆଣିଛନ୍ତି ଅଭିଯୋଗକାରୀ । ଦିନରେ ୨୫ […]

sex

sex

Tapas Behera
  • Published: Sunday, 24 January 2021
  • Updated: 24 January 2021, 07:46 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଭିନ୍ନକ୍ଷମଙ୍କୁ ନେଇ ଦେହ ବ୍ୟବସାୟ । ଏହି ବ୍ୟବସାୟର ସୌଦାଗର ଖୋଦ୍ ନିଖିଳ ଓଡିଶା ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘର ସାଧାରଣ ସଂପାଦକ ସୁରେଶ କୁମାର ବେହେରା।  ଭୁବନେଶ୍ୱର ପଳାଶପଲ୍ଲୀ ସ୍ଥିତ ଭିନ୍ନକ୍ଷମ ତାଲିମକେନ୍ଦ୍ରରେ ଚାଲିଥିଲା ହାଇ ପ୍ରୋଫାଇଲ ସେକ୍ସ ରାକେଟ୍ ଯାହାର ପର୍ଦ୍ଦାଫାଶ କରିଛନ୍ତି ସେହି ମହାସଂଘର କିଛି ଅନ୍ତେବାସୀ ଓ ଷ୍ଟାଫ୍ । କେମିତି ହୁଏ ଡିଲ୍ ତାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆଣିଛନ୍ତି ଅଭିଯୋଗକାରୀ । ଦିନରେ ୨୫ ଶହ, ରାତି ପାଇଁ ୫ ହଜାର ଟଙ୍କାରେ ହୁଏ ଡିଲ୍ । ବାହାରୁ ଯୁବତୀ ଆସନ୍ତିଅ। ଆଉ ତାଙ୍କ ପାଇଁ ନାମୀଦାମୀ ଗ୍ରାହକ ଠିକ୍ କରନ୍ତି ସୁରେଶ ଚନ୍ଦ୍ର ବେହେରା। ଏମିତିକି ତାଲିମ କେନ୍ଦ୍ର ତଦାରଖ କରିବାକୁ ଆସୁଥିବା କିଛି ସରକାରୀ ବାବୁ ମାନଙ୍କ ପାଇଁ ଏଠାରେ ଥିଲା ସ୍ୱତନ୍ତ୍ର ରୁମ୍ ସହ ସ୍ୱତନ୍ତ୍ର ବ୍ୟବସ୍ଥା । ବଡ କଥା ହେଲା କେବେ କେବେ ବାହାରୁ ଯୁବତୀ ନଆସି ପାରିଲେ, ସେଠାରେ ରହୁଥିବା ଭିନ୍ନକ୍ଷମ ଯୁବତୀଙ୍କୁ ମଧ୍ୟ ବାଧ୍ୟ କରାଯାଇ ବ୍ୟବହାର କରାଯାଉଥିବାର ସାଂଘାତିକ ଅଭିଯୋଗ ହୋଇଛି।

ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ଏଭଳି ଅନୈତିକ କାଣ୍ଡ ନେଇ ଡିସେମ୍ବର ମାସରୁ ଏୟାରପୋର୍ଟ ଥାନାରେ ଅଭିଯୋଗ ହୋଇଥିଲେ ବି ଚାପରେ ପଡ଼ି ତଦନ୍ତ ଆଗକୁ ବଢ଼ିନଥିବା ଅଭିଯୋଗ ହୋଇଛି । ଅନ୍ୟପଟେ ଆସନ୍ତାକାଲି ଘଟଣାସ୍ଥଳ ଗସ୍ତ କରିବା ସହ, ଭିଡିଓର ତର୍ଜମା କରି କାଯର୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଭିନ୍ନକ୍ଷମ କମିଶନ ଅଧ୍ୟକ୍ଷା ସୁଲୋଚନା ଦାସ ।

ତେବେ ଘଟଣା ସାମ୍ନାକୁ ଆସିବା ପରଠୁ ସାଧାରଣ ସଂପାଦକ ସୁରେଶ ଚନ୍ଦ୍ର ବେହେରାଙ୍କ ପତ୍ତା ମିଳୁ ନଥିବା କୁହାଯାଉଛି । ହେଲେ ତାଲିମକେନ୍ଦ୍ରର ଅନ୍ୟ ଜଣେ ଶିକ୍ଷକ ଯୌନ କେଳେଙ୍କାରୀ ଅଭିଯୋଗକୁ ମିଥ୍ୟା ବୋଲି କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story