ଆମ୍ୱ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା: ରାୟଗଡ଼ା ଜିଲ୍ଲାପାଳଙ୍କ ଅଫିସ୍‌ ସମ୍ମୁଖରେ କଂଗ୍ରେସର ବିକ୍ଷୋଭ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ୍‌ ଅନ୍ତର୍ଗତ ସିପିଯୋଡ଼ି ଗାଁରେ ଆମ୍ବ ଟାକୁଆ ଜାଉ ଖାଇ ୨ଜଣଙ୍କର ମୃତ୍ୟୁ ଅଭିଯୋଗ ଘଟଣାକୁ ନେଇ ରାଜନୀତି ଜୋର ଧରିବାରେ ଲାଗିଛି। ଏହି ଘଟଣାର ପ୍ରତିବାଦରେ ଆଜି କଂଗ୍ରେସ ପକ୍ଷରୁ ରାୟଗଡ଼ା ଜିଲ୍ଲାପାଳ ଅଫିସ୍‌ ସମ୍ମୁଖରେ ବିକ୍ଷୋଭ କରାଯାଇଥିଲା। ବରିଷ୍ଠ କଂଗ୍ରେସ ନେତା ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ତାରାପ୍ରସାଦ ବାହିନୀପତିଙ୍କ ନେତୃତ୍ୱରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଦଳ ଉପ ଜିଲ୍ଲାପାଳଙ୍କ ମନ୍ତବ୍ୟକୁ ବିରୋଧ କରିବା ସହିତ କାହିଁକି ମୃତକମାନଙ୍କ ଶବ […]

rayagada

rayagada

Rakesh Mallick
  • Published: Monday, 29 August 2016
  • Updated: 29 August 2016, 07:34 PM IST

Sports

Latest News

rayagada ରାୟଗଡ଼ା: ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ୍‌ ଅନ୍ତର୍ଗତ ସିପିଯୋଡ଼ି ଗାଁରେ ଆମ୍ବ ଟାକୁଆ ଜାଉ ଖାଇ ୨ଜଣଙ୍କର ମୃତ୍ୟୁ ଅଭିଯୋଗ ଘଟଣାକୁ ନେଇ ରାଜନୀତି ଜୋର ଧରିବାରେ ଲାଗିଛି। ଏହି ଘଟଣାର ପ୍ରତିବାଦରେ ଆଜି କଂଗ୍ରେସ ପକ୍ଷରୁ ରାୟଗଡ଼ା ଜିଲ୍ଲାପାଳ ଅଫିସ୍‌ ସମ୍ମୁଖରେ ବିକ୍ଷୋଭ କରାଯାଇଥିଲା। ବରିଷ୍ଠ କଂଗ୍ରେସ ନେତା ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ତାରାପ୍ରସାଦ ବାହିନୀପତିଙ୍କ ନେତୃତ୍ୱରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଦଳ ଉପ ଜିଲ୍ଲାପାଳଙ୍କ ମନ୍ତବ୍ୟକୁ ବିରୋଧ କରିବା ସହିତ କାହିଁକି ମୃତକମାନଙ୍କ ଶବ ବ୍ୟବଚ୍ଛେଦ କରାଗଲା ନାହିଁ ବୋଲି ପ୍ରଶ୍ନ କରିଛି।

ଏହା ପୂର୍ବରୁ ତାରାପ୍ରସାଦ ବାହିନୀପତିଙ୍କ ନେତୃତ୍ୱରେ ଏକ ଟିମ୍‌ ଜିଲ୍ଲାପାଳଙ୍କୁ ଭେଟି କାଶୀପୁର ଘଟଣା ସମ୍ପର୍କରେ ଆଲୋଚନା କରିଥିଲେ।

ଗତକାଲି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ନେତୃତ୍ୱରେ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ସିପିଯୋଡ଼ି ଓ କଶନାଦୋରା ଗାଁରେ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କୁ ଭେଟିଥିଲା। ଟିମରେ ବରିଷ୍ଠ କଂଗ୍ରେସ ନେତା ତାରା ପ୍ରସାଦ ବାହିନୀପତି ଓ  କୋଟପାଡ଼ ବିଧାୟକ ଚନ୍ଦ୍ର ଶେଖର ମାଝି ପ୍ରମୁଖ ଥିଲେ।

ଏହା ସହ ବିଜେପିର ରାୟଗଡ଼ା ଜିଲ୍ଲା ସଭାପତି ଶିବଶଙ୍କର ଉଲାକାଙ୍କ ନେତୃତ୍ୱରେ ଏକ ୭ ଜଣିଆ ତଥ୍ୟ ଅନୁସନ୍ଧାନକାରୀ ଦଳ କାଶୀପୁର ଯାଇ ସ୍ଥିତି ଅନୁଧ୍ୟାନ କରିଛି।

ସୂଚନାଯୋଗ୍ୟ, ରାୟଗଡ଼ା ଉପଜିଲ୍ଲାପାଳ ଗତକାଲି କହିଥିଲେ ଯେ ଆମ୍ବ ଟାକୁଆ ଜାଉ ଖାଇ କାହାରି ମୃତ୍ୟୁ ହୋଇନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story