ନୀଳଗିରି(ବିଶ୍ୱମ୍ୱର ଦାସ): ରୋଗୀ ଆଣିବାକୁ ଯାଉଥିଲା, ଗଛରେ ପିଟିହେଲା ୧୦୮ ଆମ୍ୱୁଲାନ୍ସ। ଏଥିରେ ଆମ୍ୱୁଲାନ୍ସର ଦୁଇ ଜଣ କର୍ମଚାରୀ ଆହତ ହୋଇଛନ୍ତି। ଏପରି ଦୁର୍ଘଟଣା ବାଲେଶ୍ୱର ଜିଲ୍ଲା ନୀଳଗିରିସ୍ଥିତ ଭାଲୁକାଶୁଣି ନିକଟରେ ଘଟିଛି ।
ଆଜି ସକାଳେ ୧୦୮ ଆମ୍ୱୁଲାନ୍ସ ନୀଳଗିରିରୁ ଯମୁନା ଅଞ୍ଚଳକୁ ରୋଗୀ ଆଣିବାକୁ ଯାଉଥିଲା। ଏହି ସମୟରେ ଆମ୍ୱୁଲାନ୍ସଟି ତିନିକୋଶିଆ ଜଙ୍ଗଲରେ ଭାଲୁକାଶୁଣି ନିକଟରେ ଏକ ଗଛରେ ପିଟି ହୋଇଯାଇଥିଲା। ତେବେ ଆମ୍ୱୁଲାନ୍ସର ଚକ ଫାଟି ଯିବାରୁ ଏଭଳି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Miscellaneous
ଖୁବ୍ଶୀଘ୍ର SCBରେ ଖାଲି ପଡ଼ିଥିବା ପଦବୀ ପୂରଣ କରାଯିବ; ହାଇକୋର୍ଟଙ୍କୁ ଅବଗତ କରାଇଲେ ସ୍ୱାସ୍ଥ୍ୟ ସଚିବ
ଲାଲବାଗ ଥାନା ନିକଟରେ ଶିଶୁ ଭବନ ଗେଟ ସମ୍ମୁଖରେ ଥିବା ଉଠା ଦୋକାନୀଙ୍କ ଭେଣ୍ଡିଂ ଜୋନ ଲାଇସେନ୍ସ ଯାଞ୍ଚ କରିବା ପାଇଁ ସିଏମ୍ସିକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ।

Politics
ନବୀନଙ୍କ ବିରୁଦ୍ଧରେ କଠୋର ହେଲେ ରାଜ୍ୟପାଳ: ୨ଥର ମନାକଲାଣି ଆଇନ ବିଭାଗ, ତଥାପି ଦେଇପାରନ୍ତି ଦୁର୍ନୀତି ମାମଲା ରୁଜୁ ପାଇଁ ଅନୁମତି
ଆଡଭୋକେଟ୍ ସୁଧୀର ଚରଣ ମହାନ୍ତିଙ୍କ ଆବେଦନ ଆଧାରରେ ରାଜ୍ୟପାଳ ମାତ୍ର ୨୦ଦିନ ମଧ୍ୟରେ ଦୁଇ ଦୁଇଥର ଆଇନଗତ ପରାମର୍ଶ ଲୋଡ଼ିବା ପରେ ଏହି ଆଶଙ୍କା ବଢ଼ିବାରେ ଲାଗିଛି ।

Crime
ବିଚ୍ ରାସ୍ତାରେ ଓଆଇସିଙ୍କ ଦାଦାଗିରି, ଫଟୋ ଭାଇରାଲ ପରେ ହେଲା ବଦଳି
କିଛି ଦିନ ତଳେ ରାତିରେ ଟି-ବ୍ରିଜ୍ ଉପରେ ଘଟିଛି ଏହି ଘଟଣା।
Miscellaneous
ନୂଆବର୍ଷରୁ ନୂଆ ବ୍ୟବସ୍ଥା; ବାରିକେଡରେ ଯାଇ ଦର୍ଶନ କରିବେ ଶ୍ରଦ୍ଧାଳୁ
ଓବିସିସି ଦ୍ୱାରା ଡାଇଗ୍ରାମ କରାଯାଇଥିବା ରାଂପ୍ ବ୍ୟବସ୍ଥା ନୂଆବର୍ଷ ପୂର୍ବରୁ ନିର୍ମାଣ ଶେଷ କରାଯିବ। ଯଦିଓ ନୂଆ ଦର୍ଶନ ବ୍ୟବସ୍ଥାର ପୂର୍ଣ୍ଣ ଚିତ୍ର ଆସିନାହିଁ, ତେବେ ସୂଚନା ଅନୁସାରେ ୬ ଲେନ୍ ବିଶିଷ୍ଟ ବ୍ୟାରିକେଡ୍ ନିର୍ମାଣ ହେବ।
Crime
ଲକ୍ଷାଧିକ ଟଙ୍କା ହଡ଼ପ; ଗରିବଙ୍କ ଝାଳ ବୁହା ଧନ ନେଇଗଲେ ପୋଷ୍ଟ ମାଷ୍ଟର!
ଠକାମୀରେ ଶିକାର ହୋଇଥିବା ଜମାକାରୀମାନେ ଆଜି ଲାଞ୍ଜିବର୍ଣ୍ଣା ଉପ-ଡାକଘର ଯାଇଥିଲେ। ସେତେବେଳେ ଡାକଘରେ ତାଲା ଝୁଲୁଥିବା ଦେଖିବାକୁ ମିଳିଥିଲା। ଖବର ନେବାରୁ ଜଣାପଡ଼ିଛି କିଛି ଦିନ ହେଲା ସଂପୃକ୍ତ ପୋଷ୍ଟ ମାଷ୍ଟର ଡାକଘରେ ତାଲା ପକାଇ ଆସୁନାହାନ୍ତି।