ଓଲଟି ପଡ଼ିଲା ଆମ୍ବୁଲାନ୍ସ

ବାରିପଦା (ମାଣିକ ଲାଲ ପାଣି): ମୟୂରଭଞ୍ଜ ଜିଲ୍ଲା ବାରିପଦା ସହର ଉପକଣ୍ଠ କାଠପାଳ ନିକଟରେ ଆଜି ଏକ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ତେବେ ଡ୍ରାଇଭର ଓ ଫର୍ମାସିଷ୍ଟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସେମାନଙ୍କର କିଛି କ୍ଷତି ହୋଇନି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରିଥିଲେ। ଆଜି ସକାଳେ ଆମ୍ବୁଲାନ୍ସଟି ଜଣେ ରୋଗୀଙ୍କୁ ଛାଡ଼ିବାକୁ ବାରିପଦା ଡାକ୍ତରଖାନାକୁ ଆସିଥିଲା। ସେଠାରୁ ଫେରିଲା ବେଳେ କାଠପାଳ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ପରେ […]

ambulance

ambulance

Jitendra Garnayak
  • Published: Saturday, 18 May 2019
  • Updated: 18 May 2019, 01:26 PM IST

Sports

Latest News

ବାରିପଦା (ମାଣିକ ଲାଲ ପାଣି): ମୟୂରଭଞ୍ଜ ଜିଲ୍ଲା ବାରିପଦା ସହର ଉପକଣ୍ଠ କାଠପାଳ ନିକଟରେ ଆଜି ଏକ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ତେବେ ଡ୍ରାଇଭର ଓ ଫର୍ମାସିଷ୍ଟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସେମାନଙ୍କର କିଛି କ୍ଷତି ହୋଇନି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରିଥିଲେ।

ambulance3ଆଜି ସକାଳେ ଆମ୍ବୁଲାନ୍ସଟି ଜଣେ ରୋଗୀଙ୍କୁ ଛାଡ଼ିବାକୁ ବାରିପଦା ଡାକ୍ତରଖାନାକୁ ଆସିଥିଲା। ସେଠାରୁ ଫେରିଲା ବେଳେ କାଠପାଳ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା।

ambulance4ପରେ କ୍ରେନ୍‌ ଆସି ଆମ୍ବଲାନ୍ସକୁ ଉଠାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story