ଶ୍ରୀମନ୍ଦିର ସଂସ୍କାର ନେଇ ଆଲୋଚନା କରିବାକୁ ଆସୁଛନ୍ତି ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ କ୍ୟୁରି

ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ସଂସ୍କାର ସମ୍ପର୍କରେ ଆଲୋଚନା ପାଇଁ ଆସନ୍ତା ୨୦ରେ ଆସିବେ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ କ୍ୟୁରି ଗୋପାଳ ସୁବ୍ରମଣ୍ୟମ। ୨୧ ଓ ୨୨ ତାରିଖରେ ଶ୍ରୀମନ୍ଦିର ସଂସ୍କାର ନେଇ ଶଙ୍କରାଚାର୍ଯ୍ୟ ଏବଂ ଗଜପତି ମହାରାଜାଙ୍କ ସହ ସେ ଆଲୋଚନା କରିବେ। ଶ୍ରୀମନ୍ଦିର ପ୍ରଶାସନ ଓ ଛତିଶା ନିଯୋଗ ସହ ମଧ୍ୟ ସେ ଆଲୋଚନା କରିବେ। ସୁପ୍ରିମକୋର୍ଟଙ୍କ ୧୨ଟି ପ୍ରସ୍ତାବ ଉପରେ ଗୋପାଳ ସୁବ୍ରମଣ୍ୟମ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏହି ଆଲୋଚନାରେ […]

Jagannath-Temple

Rakesh Mallick
  • Published: Sunday, 16 September 2018
  • , Updated: 16 September 2018, 05:21 PM IST
ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ସଂସ୍କାର ସମ୍ପର୍କରେ ଆଲୋଚନା ପାଇଁ ଆସନ୍ତା ୨୦ରେ ଆସିବେ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ କ୍ୟୁରି ଗୋପାଳ ସୁବ୍ରମଣ୍ୟମ। ୨୧ ଓ ୨୨ ତାରିଖରେ ଶ୍ରୀମନ୍ଦିର ସଂସ୍କାର ନେଇ ଶଙ୍କରାଚାର୍ଯ୍ୟ ଏବଂ ଗଜପତି ମହାରାଜାଙ୍କ ସହ ସେ ଆଲୋଚନା କରିବେ। ଶ୍ରୀମନ୍ଦିର ପ୍ରଶାସନ ଓ ଛତିଶା ନିଯୋଗ ସହ ମଧ୍ୟ ସେ ଆଲୋଚନା କରିବେ।
ସୁପ୍ରିମକୋର୍ଟଙ୍କ ୧୨ଟି ପ୍ରସ୍ତାବ ଉପରେ ଗୋପାଳ ସୁବ୍ରମଣ୍ୟମ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏହି ଆଲୋଚନାରେ ଦାନ ଦକ୍ଷିଣା ଓ ବଂଶାନୁକ୍ରମିକ ସେବା ମୁଖ୍ୟ ପ୍ରସଙ୍ଗ ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର  ସୂଚନା ଦେଇଛନ୍ତି।

Related story