Advertisment

ଆସନ୍ତାକାଲି ଭୁବନେଶ୍ୱର ଆସୁଛନ୍ତି ଅମିତ ଶାହ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଭୁବନେଶ୍ୱର ଆସୁଛନ୍ତି। କାଲି ସେ ସକାଳ ୧୦ଟା ୧୦ରେ ଭୁବନେଶ୍ୱରରେ ପହଞ୍ଚିବେ। ଏହାପରେ ସେ ଲୋକସେବା ଭବନରେ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ।  ୧୦ଟା ୪୦ରୁ ଅପରାହ୍ମ ୨ଟା ଯାଏ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ।  ଏହାପରେ ୨ଟା ୩୦ରୁ ଅପରାହ୍ଣ ୪ଟା ଯାଏ ଜନତା ମଇଦାନରେ CAA ସମର୍ଥନରେ ସଭା କରିବେ। ସନ୍ଧ୍ୟା ୬ଟାରୁ ୭ଟା ୩୦ ମଧ୍ୟରେ ବିଜେପିର ୨ଶହରୁ ଅଧିକ ପ୍ରମୁଖ ନେତାଙ୍କୁ ନେଇ […]

ଆସନ୍ତାକାଲି ଭୁବନେଶ୍ୱର ଆସୁଛନ୍ତି ଅମିତ ଶାହ

amitshah

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଭୁବନେଶ୍ୱର ଆସୁଛନ୍ତି। କାଲି ସେ ସକାଳ ୧୦ଟା ୧୦ରେ ଭୁବନେଶ୍ୱରରେ ପହଞ୍ଚିବେ। ଏହାପରେ ସେ ଲୋକସେବା ଭବନରେ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ।  ୧୦ଟା ୪୦ରୁ ଅପରାହ୍ମ ୨ଟା ଯାଏ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ।  ଏହାପରେ ୨ଟା ୩୦ରୁ ଅପରାହ୍ଣ ୪ଟା ଯାଏ ଜନତା ମଇଦାନରେ CAA ସମର୍ଥନରେ ସଭା କରିବେ।

Advertisment

ସନ୍ଧ୍ୟା ୬ଟାରୁ ୭ଟା ୩୦ ମଧ୍ୟରେ ବିଜେପିର ୨ଶହରୁ ଅଧିକ ପ୍ରମୁଖ ନେତାଙ୍କୁ ନେଇ ରୁଦ୍ଧଦ୍ୱାର ବୈଠକ କରିବେ। ଏହି ବୈଠକରେ ସବୁ ବିଧାୟକ, ସବୁ ସାଂସଦ, ବିଧାୟକ ଓ ସାଂସଦ ପ୍ରାର୍ଥୀ, ଜିଲ୍ଲା ସଭାପତି, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଉପସ୍ଥିତ ରହିବେ। ଏଥିରେ ସାଂଗଠନିକ ସ୍ଥିତି ଓ ଆଗାମୀ ରଣନୀତି ଉପରେ ଆଲୋଚନା ହେବ। ୨୯ ତାରିଖ ସକାଳେ ଶ୍ରୀଜଗନ୍ନାଥ ଓ ଲିଙ୍ଗରାଜଙ୍କୁ ଦର୍ଶନ କରିବା ପରେ ଅମିତ ଶାହ ଦିଲ୍ଲୀ ଫେରିଯିବେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe