ଆଜି ଓଡ଼ିଶା ଆସୁଛନ୍ତି ଅମିତ ଶାହ

ପୁରୀ( ମଧୁସୂଦନ ମିଶ୍ର): ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଓଡ଼ିଶା ଆସୁଛନ୍ତି। ଅପରାହ୍ନ ୧୨ଟା ୩୦ ସୁଦ୍ଧା ସେ ପୁରୀରେ ପହଞ୍ଚିବେ। ପୁରୀରେ ଗତକାଲିଠାରୁ ଚାଲିଥିବା ବିଜେପି ଅନୁସୂଚିତ ଜନଜାତି ମୋର୍ଚ୍ଚାର ରାଷ୍ଟ୍ରୀୟ ଅଧିବେଶନକୁ ଶାହ ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି। ଗତକାଲି ଅଧିବେଶନକୁ ବିଜେପି ଏସ୍‌ଟି ମୋର୍ଚ୍ଚା ଅଧ୍ୟକ୍ଷ ରାମବିଚାର ନେତାମ୍ ଉଦ୍‌ଘାଟନ କରିଥିଲେ। କେନ୍ଦ୍ର ଅଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ୍, ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନେୱାଲ୍ ସହ ଦେଶର ପ୍ରମୁଖ […]

amit

amit

Rakesh Mallick
  • Published: Sunday, 03 February 2019
  • Updated: 03 February 2019, 08:15 AM IST

Sports

Latest News

ପୁରୀ( ମଧୁସୂଦନ ମିଶ୍ର): ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଓଡ଼ିଶା ଆସୁଛନ୍ତି। ଅପରାହ୍ନ ୧୨ଟା ୩୦ ସୁଦ୍ଧା ସେ ପୁରୀରେ ପହଞ୍ଚିବେ। ପୁରୀରେ ଗତକାଲିଠାରୁ ଚାଲିଥିବା ବିଜେପି ଅନୁସୂଚିତ ଜନଜାତି ମୋର୍ଚ୍ଚାର ରାଷ୍ଟ୍ରୀୟ ଅଧିବେଶନକୁ ଶାହ ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି।

ଗତକାଲି ଅଧିବେଶନକୁ ବିଜେପି ଏସ୍‌ଟି ମୋର୍ଚ୍ଚା ଅଧ୍ୟକ୍ଷ ରାମବିଚାର ନେତାମ୍ ଉଦ୍‌ଘାଟନ କରିଥିଲେ। କେନ୍ଦ୍ର ଅଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ୍, ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନେୱାଲ୍ ସହ ଦେଶର ପ୍ରମୁଖ ଆଦିବାସୀ ନେତା, ମନ୍ତ୍ରୀ, ବିଧାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଅଧିବେଶନରେ ଯୋଗ ଦେଇଥିଲେ। ଏହି ଅବସରରେ ପୁରୀରେ ବିରାଟ ଜନସମାବେଶକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଗତ ୨୯ ତାରିଖରେ ଅମିତ ଶାହ କଟକ ସାଲେପୁରରେ ସାଧାରଣ ସଭାରେ ଯୋଗଦେଇ ନବୀନ ସରକାର ଉପରେ ବର୍ଷିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story