ଜନତା ମଇଦାନରେ ଭୂମିପୂଜା କଲା ବିଜେପି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତମାସ ୨୮ ତାରିଖରେ ଗୃହ ମନ୍ତ୍ରୀ ଅମିତ ଶାହ ଦିନିକିଆ ଓଡ଼ିଶା ଗସ୍ତରେ ଆସି ଜନତା ମଇଦାନରେ ସିଏଏ ସମର୍ଥନରେ ଏକ ବିଶାଳ ଜନ ସମାବେଶକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ଥିବାରୁ ସେଠାରେ ଆଜି ବିଜେପି ପକ୍ଷରୁ ଭୂମିପୂଜନ କରାଯାଇଛି। ଏହାସହିତ ଦଳର ରାଜ୍ୟ ସଭାପତି ସମୀର ମହାନ୍ତି ଏନେଇ ଏକ ପ୍ରଚାର ଗାଡ଼ିକୁ ମଧ୍ୟ ଦଳୀୟ ରାଜ୍ୟ କାର୍ଯ୍ୟାଳୟରେ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ବିଜେପି ପକ୍ଷରୁ ଜାରି ସୂଚନା ଅନୁସାରେ […]

amit-saha-1

amit-saha-1

Manoranjan Sial
  • Published: Wednesday, 26 February 2020
  • Updated: 26 February 2020, 09:41 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତମାସ ୨୮ ତାରିଖରେ ଗୃହ ମନ୍ତ୍ରୀ ଅମିତ ଶାହ ଦିନିକିଆ ଓଡ଼ିଶା ଗସ୍ତରେ ଆସି ଜନତା ମଇଦାନରେ ସିଏଏ ସମର୍ଥନରେ ଏକ ବିଶାଳ ଜନ ସମାବେଶକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ଥିବାରୁ ସେଠାରେ ଆଜି ବିଜେପି ପକ୍ଷରୁ ଭୂମିପୂଜନ କରାଯାଇଛି। ଏହାସହିତ ଦଳର ରାଜ୍ୟ ସଭାପତି ସମୀର ମହାନ୍ତି ଏନେଇ ଏକ ପ୍ରଚାର ଗାଡ଼ିକୁ ମଧ୍ୟ ଦଳୀୟ ରାଜ୍ୟ କାର୍ଯ୍ୟାଳୟରେ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି।

ବିଜେପି ପକ୍ଷରୁ ଜାରି ସୂଚନା ଅନୁସାରେ ଗୃହମନ୍ତ୍ରୀ ଶ୍ରୀ ଶାହ ଭୁବନେଶ୍ୱରସ୍ଥିତ ଜନତା ମଇଦାନ ଠାରେ ନାଗରିକତା ସଂଶୋଧନ ଆଇନ ସଂପର୍କରେ ଏକ ବିଶାଳ ଜନ ସମାବେଶକୁ ସମ୍ଭୋଧିତ କରିବେ। ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ସଭାପତି ସମୀର ମହାନ୍ତି ଜନତା ମଇଦାନଠାରେ ଭୂମି ପୂଜନ କରିଛନ୍ତି। ଏହି ଜନସମାବେଶରେ ଲକ୍ଷାଧିକ ଲୋକ ଯୋଗ ଦେବେ ବୋଲି ଦଳ ପକ୍ଷରୁ କୁହାଯାଇଛି। ଶାହାଙ୍କ ଗସ୍ତକୁ ନେଇ ଦଳୀୟ କର୍ମର୍କର୍ତ୍ତାମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ନାଗରିକତା ସଂଶୋଧନ ଆଇନ ସଂପର୍କରେ କିଛି ବ୍ୟକ୍ତିଙ୍କ ମନରେ ଥିବା ସନ୍ଦେହକୁ ଦୂର କରିବା ପାଇଁ ଶ୍ରୀ ଶାହା ଓଡ଼ିଶା ଆସୁଥିବା ଦଳ ପକ୍ଷରୁ କୁହାଯାଇଛିି। ଏହି ସାମବେଶରେ ବିପୁଳ ସଂଖ୍ୟାରେ ସାଧାରଣ ଲୋକେ ଯୋଗ ଦେଇ ରାଷ୍ଟ୍ର ହିତରେ ନିଜକୁ ସାମିଲ କରିବା ପାଇଁ ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ଆହ୍ୱାନ ଦେଇଛନ୍ତି।

ଭୂମିପୂଜନ ଅବସରରେ ପୂର୍ବତନ ମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ରାଜ୍ୟ ସଂପାଦକ କାଳନ୍ଦୀ ସାମଲ, ଲେଖାଶ୍ରୀ ସାମନ୍ତସିଂହାର, ଦିଲୀପ ମହାନ୍ତି, ସୋନାଲୀ ସାହୁ, ଜଗନ୍ନାଥ ପ୍ରଧାନ, ଇରାଶୀଷ ଆଚାର୍ଯ୍ୟ, ସିକନ୍ଦର ଅଲ୍ଲୀ, ରଶ୍ମିରେଖା ଦାସ, ପଂଚାନନ ନାୟକଙ୍କ ସମେତ ଶତାଧିକ କର୍ମକର୍ତା ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story