ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ଅମିତ ଶାହ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ସକାଳେ ଶ୍ରୀଜିଉଙ୍କ ଦର୍ଶନ ସାରି ଭୁବନେଶ୍ୱର ଫେରିଛନ୍ତି। ଏଠାରେ ସେ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବା ସହ  ପୂଜାର୍ଚ୍ଚନା କରିଛନ୍ତି। ଦର୍ଶନ ସମୟରେ ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ। ଶାହଙ୍କ ଗସ୍ତକୁ ନେଇ ଲିଙ୍ଗରାଜ ମନ୍ଦିର ପରିସରରେ ବ୍ୟାପକ […]

bjp0000

bjp0000

Tapaswini Nayak
  • Published: Saturday, 29 February 2020
  • Updated: 29 February 2020, 01:14 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ସକାଳେ ଶ୍ରୀଜିଉଙ୍କ ଦର୍ଶନ ସାରି ଭୁବନେଶ୍ୱର ଫେରିଛନ୍ତି। ଏଠାରେ ସେ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବା ସହ  ପୂଜାର୍ଚ୍ଚନା କରିଛନ୍ତି। ଦର୍ଶନ ସମୟରେ ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ। ଶାହଙ୍କ ଗସ୍ତକୁ ନେଇ ଲିଙ୍ଗରାଜ ମନ୍ଦିର ପରିସରରେ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ଏହା ସହ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା। ଶାହ ଲିଙ୍ଗରାଜ ମନ୍ଦିରରେ ପହଞ୍ଚିବା ପରେ ଦଳୀୟ କର୍ମୀ ତାଙ୍କୁ ସ୍ୱାଗତ କରିଥିଲେ।

ଅମିତ ଶାହ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଗତକାଲି ପହଞ୍ଚିଥିଲେ । ଗତକାଲି ସେ ଭୁବନେଶ୍ୱରରେ ପହଞ୍ଚିବା ପରେ ପୂର୍ବାଞ୍ଚଳ କାଉନସିଲ ବୈଠକରେ ଯୋଗ ଦେଇଥିଲେ। ଏହାପରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ମଧ୍ୟାହ୍ନ ଭୋଜନ କରିଥିଲେ। ପରେ ସେ ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ସିଏଏ ସପକ୍ଷ ସମାବେଶରେ ଯୋଗ ଦେଇଥିଲେ। ଏହା ପରେ ଶାହ ବିଜେପିର ୨ଶହରୁ ଅଧିକ ପ୍ରମୁଖ ନେତାଙ୍କୁ ନେଇ ରୁଦ୍ଧଦ୍ୱାର ବୈଠକ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story