ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁଣି ଥରେ ଓଡ଼ିଶାକୁ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା। ଏପ୍ରିଲ୍ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ସେ ଓଡ଼ିଶା ଆସିବାର ସମ୍ଭାବନା ରହିଛି । ପଶ୍ଚିମ ଓଡ଼ିଶାରେ ହେବାକୁ ଥିବା ଯୁବ ସମାବେଶରେ ଯୋଗଦେବେ ଅମିତ ଶାହ। ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା ଏ ବିଷୟରେ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।