ଆସୁଛି ‘ଅନେଶତ’ଫର୍ମାଟର ଅମ୍ଫାନ ! ୨୦ରେ ଲ୍ୟାଣ୍ଡଫଲ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗର ସୁପର୍‌ ସାଇକ୍ଲୋନ୍‌ ବା ମହାବାତ୍ୟାରେ ପରିଣତ ହୋଇଥିବା ’ଅମ୍ଫାନ’ ପାରାଦୀପ ଠାରୁ ୭୭୦ କିମି ଦୂରରେ ରହିଛି।  ୨୦ ତାରିଖ ଅପରାହ୍ନରୁ ସନ୍ଧ୍ୟା ଭିତରେ ଏହା ଲ୍ୟାଣ୍ଡଫଲ୍ କରିବ। ଦୀଘା-ହାତିଆ ମଝିରେ ସୁନ୍ଦରବନ ପାଖରେ ଲ୍ୟାଣ୍ଡଫଲ କରିପାରେ।ଅତି ଭୟଙ୍କର ଝଡ଼ବାତ୍ୟାର ରୂପ ନେଇ ଲ୍ୟାଣ୍ଡଫଲ କରିବ। ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ୧୬୫ରୁ ୧୭୫ କିମି ରହିବ। ଆଜିଠୁ ଉତ୍ତର ଓଡ଼ିଶା ଉପକୂଳରେ ୫୫ରୁ ୬୫ କିମି ବେଗରେ ପବନ ବହିବ। ୧୯ […]

Sundarban-Ampan

Sundarban-Ampan

Tapas Behera
  • Published: Monday, 18 May 2020
  • Updated: 18 May 2020, 06:13 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗର ସୁପର୍‌ ସାଇକ୍ଲୋନ୍‌ ବା ମହାବାତ୍ୟାରେ ପରିଣତ ହୋଇଥିବା ’ଅମ୍ଫାନ’ ପାରାଦୀପ ଠାରୁ ୭୭୦ କିମି ଦୂରରେ ରହିଛି।  ୨୦ ତାରିଖ ଅପରାହ୍ନରୁ ସନ୍ଧ୍ୟା ଭିତରେ ଏହା ଲ୍ୟାଣ୍ଡଫଲ୍ କରିବ। ଦୀଘା-ହାତିଆ ମଝିରେ ସୁନ୍ଦରବନ ପାଖରେ ଲ୍ୟାଣ୍ଡଫଲ କରିପାରେ।ଅତି ଭୟଙ୍କର ଝଡ଼ବାତ୍ୟାର ରୂପ ନେଇ ଲ୍ୟାଣ୍ଡଫଲ କରିବ।

ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ୧୬୫ରୁ ୧୭୫ କିମି ରହିବ। ଆଜିଠୁ ଉତ୍ତର ଓଡ଼ିଶା ଉପକୂଳରେ ୫୫ରୁ ୬୫ କିମି ବେଗରେ ପବନ ବହିବ। ୧୯ ତାରିଖ ସକାଳୁ ପବନର ବେଗ ୭୫ କିମିରୁ ଅଧିକ ରହିବ। ୨୦ ତାରିଖରେ ପବନର ବେଗ ୧୧୦ରୁ ୧୨୦ କିମି ପର୍ଯ୍ୟନ୍ତ ରହିବ।

୧୯ ଓ ୨୦ରେ ୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ। ମହାବାତ୍ୟା ଆମ୍ଫନ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଦୀଘା ଏବଂ ହାତିଆ ମଧ୍ୟରେ ଆମ୍ପନ ସ୍ଥଳଭାଗ ଛୁଇଁବ। ଲ୍ୟାଣ୍ଡଫଲ୍ ବେଳେ ଉପକୂଳରେ ୬ ମିଟର ଉଚ୍ଚ ଜୁଆର ଉଠିବ। ସେହିପରି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀ ୧୮୯୧ରୁ ଏଯାଏ ଯେତିକି ବାତ୍ୟା ହୋଇଛି ୯୯ ସବୁଠୁ ବଡ଼ ରହିଛି। ୧୯୯୯ ମହାବାତ୍ୟା ୩୦ ଘଣ୍ଟା କାଳ ତାଣ୍ଡବ ରଚାଇଥିଲା। ୨୦୦୬ରେ ତାମିଲନାଡୁ ହିଟ୍ କରିଥିବା ବାତ୍ୟା ଅଗ୍ନି ସବୁଠୁ ଛୋଟ ଥିଲା। ୧୯୯୯ ପରେ ଆମ୍ପନ ହେଉଛି ବଙ୍ଗୋପସାଗରରେ ୨ୟ ମହାବାତ୍ୟା ବୋଲି ସେ ସୂଚନା ଦେଇଛନ୍ତି।

ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷିବ। ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜରେ ମଧ୍ୟ ପ୍ରବଳ ବର୍ଷା ହେବ। ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ବାତ୍ୟା ଅମ୍ପନ ମୁକାବିଲା ପାଇଁ ୪ ବରିଷ୍ଠ IASଙ୍କୁ ଦାୟିତ୍ୱ ଦିଆଯାଇଛି। ବାଲେଶ୍ୱର ପାଇଁ ମଧୁସୂଦନ ପାଢୀ, ଭଦ୍ରକ ପାଇଁ ସୁଶିଲ ଲୋହାନି, କେନ୍ଦ୍ରାପଡ଼ା ପାଇଁ ହେମନ୍ତ ଶର୍ମା ଓ ଜଗତସିଂହପୁର ପାଇଁ ଶାଶ୍ୱତ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story