ଚୌଦ୍ୱାର ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା !

ଚୌଦ୍ୱାର (ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲା ଚୌଦ୍ୱାର ସର୍କଲ ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଦେବ ପ୍ରକାଶ ବେହେରା (୨୧)। ତାଙ୍କ ଘର ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଥାନା ଅନ୍ତର୍ଗତ ମାଳିସାହି ଗାଁରେ। ସେ ଗତ ଜୁନ୍ ୨୦ ତାରିଖରୁ ଜେଲ୍‌ରେ ଥିଲେ। ସୂଚନା ଅନୁସାରେ, ଗତକାଲି ଦିନ ପ୍ରାୟ ୨ଟା ବେଳେ ଦେବ ପ୍ରକାଶ ଜେଲ୍‌ ପରିସରରେ ଥିବା ଏକ ଆମ୍ୱ ଗଛରେ ନିଜ ଗାମୁଛାରେ ଫାଶୀ ଦେଇ ଆତ୍ମହତ୍ୟା […]

jali

jali

Jyoshna Pradhan
  • Published: Tuesday, 10 December 2019
  • Updated: 10 December 2019, 08:13 AM IST

Sports

Latest News

ଚୌଦ୍ୱାର (ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲା ଚୌଦ୍ୱାର ସର୍କଲ ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଦେବ ପ୍ରକାଶ ବେହେରା (୨୧)। ତାଙ୍କ ଘର ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଥାନା ଅନ୍ତର୍ଗତ ମାଳିସାହି ଗାଁରେ। ସେ ଗତ ଜୁନ୍ ୨୦ ତାରିଖରୁ ଜେଲ୍‌ରେ ଥିଲେ।

ସୂଚନା ଅନୁସାରେ, ଗତକାଲି ଦିନ ପ୍ରାୟ ୨ଟା ବେଳେ ଦେବ ପ୍ରକାଶ ଜେଲ୍‌ ପରିସରରେ ଥିବା ଏକ ଆମ୍ୱ ଗଛରେ ନିଜ ଗାମୁଛାରେ ଫାଶୀ ଦେଇ ଆତ୍ମହତ୍ୟା ଉଦ୍ୟମ କଲା ବେଳେ ଜେଲ୍‌ କର୍ତ୍ତୃପକ୍ଷ ତାଙ୍କୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରି କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।  ଅନ୍ୟପକ୍ଷରେ ଦେବ ପ୍ରକାଶଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

ଚୌଦ୍ୱାର ଜେଲ୍‌ରେ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ଥିବା ବେଳେ ଏଭଳି ଘଟଣା ଘଟିବା ଯୋଗୁ ସେଠାକାର ସୁରକ୍ଷା ବ୍ୟବସ୍ଥାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story