୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ

ନୟାଗଡ଼ (ସତ୍ୟନାରାୟଣ ସୁରଜଗଦେବ): ନୟାଗଡ଼ ଜିଲ୍ଲା ଦଶପଲ୍ଲା ଡ୍ୟାମ୍‌ ଛକ ନିଟରେ ଆଜି ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣ ଆହତ ହୋଇଛନ୍ତି। ଆମ୍ବୁଲାନ୍ସଟି ରୋଗୀ ଆଣିବାକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଗାଡ଼ିର ଆଗ ଆକ୍ସିଲ ଭାଙ୍ଗିଯିବାରୁ ଏହା ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଦୁର୍ଘଟଣାରେ ଆମ୍ବୁଲାନ୍ସ ଡ୍ରାଇଭର ସମେତ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ନିୟମିତ ଭାବେ ରାଜ୍ୟର ବିଭିନ୍ନ […]

ambulance

ambulance

Jitendra Garnayak
  • Published: Monday, 21 January 2019
  • Updated: 21 January 2019, 09:03 AM IST

Sports

Latest News

ନୟାଗଡ଼ (ସତ୍ୟନାରାୟଣ ସୁରଜଗଦେବ): ନୟାଗଡ଼ ଜିଲ୍ଲା ଦଶପଲ୍ଲା ଡ୍ୟାମ୍‌ ଛକ ନିଟରେ ଆଜି ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣ ଆହତ ହୋଇଛନ୍ତି।

ଆମ୍ବୁଲାନ୍ସଟି ରୋଗୀ ଆଣିବାକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଗାଡ଼ିର ଆଗ ଆକ୍ସିଲ ଭାଙ୍ଗିଯିବାରୁ ଏହା ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି।

ଦୁର୍ଘଟଣାରେ ଆମ୍ବୁଲାନ୍ସ ଡ୍ରାଇଭର ସମେତ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ନିୟମିତ ଭାବେ ରାଜ୍ୟର ବିଭିନ୍ନ ସ୍ଥାନରୁ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହେଉଥିବା ଖବର ଆସୁଛି। ଗତ ମାସେ ମଧ୍ୟରେ ନବରଙ୍ଗପୁର, ମୟୁରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଆଦି ଜିଲ୍ଲାରୁ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣା ଖବର ଆସିଛି। କେଉଁଠି ଭାରସାମ୍ୟ ହରାଇ ୧୦୮ ଆମ୍ବୁଲାନ୍ସ ଓଲଟି ପଡ଼ିଛି ତ ଆଉ କେଉଁଠି ଗଛରେ ପିଟି ଦେଇଛି। ପୁଣି କେଉଁଠି ଅନ୍ୟ ଗାଡ଼ି ସହିତ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଲୋକଙ୍କ ମୃତ୍ୟୁ ବି ଘଟିଛି। ଆମ୍ବୁଲାନ୍ସ ଦୁର୍ଘଟଣା ଏକ ଚିନ୍ତାଜନକ ବିଷୟ ଭାବେ ଉଭା ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story