ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଦନ୍ତା ମୃତ

ବରଗଡ଼ (ଦୀପକ ଶର୍ମା): ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ୍‌ ଅନ୍ତର୍ଗତ ଗଙ୍ଗେଇ ଗାଁରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ଆଜି ସକାଳେ ଜଣେ ବ୍ୟକ୍ତିଙ୍କ ଜମିରେ ହାତୀଟି ମରି ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ବନ ବିଭାଗକୁ ଖବର ଦେବା ପରେ ବନ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି। ଉକ୍ତ ଜମି ଦେଇ ୩୩ କେଭି ବିଦ୍ୟୁତ୍‌ ତାର ଯାଇଥିବାରୁ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି […]

elephent--

elephent--

Tapaswini Nayak
  • Published: Tuesday, 10 December 2019
  • Updated: 10 December 2019, 01:25 PM IST

Sports

Latest News

ବରଗଡ଼ (ଦୀପକ ଶର୍ମା): ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ୍‌ ଅନ୍ତର୍ଗତ ଗଙ୍ଗେଇ ଗାଁରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ଆଜି ସକାଳେ ଜଣେ ବ୍ୟକ୍ତିଙ୍କ ଜମିରେ ହାତୀଟି ମରି ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ବନ ବିଭାଗକୁ ଖବର ଦେବା ପରେ ବନ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି।

ଉକ୍ତ ଜମି ଦେଇ ୩୩ କେଭି ବିଦ୍ୟୁତ୍‌ ତାର ଯାଇଥିବାରୁ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀଟି ପ୍ରାଣ ହରାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos