ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜ ଦୁଦୁରକୋଟ ଜଙ୍ଗଲରେ ବିଦ୍ୟୁତ୍ ଆଘାତରେ ଗୋଟିଏ ଦନ୍ତା ହାତୀର ମୃତ୍ୟୁ ଘଟିଛି।
ବାର୍ହା ଶିକାର ପାଇଁ ଶିକାରୀମାନେ ବିଛାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଏହି ଦନ୍ତାର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ଲୋକେ। ହାତୀର ମୃତଦେହ ଦୁଦୁରକୋଟ ଜଙ୍ଗଲରେ ପଡ଼ି ରହିଛି।
ସୂଚନାଯୋଗ୍ୟ, ଗତବର୍ଷ ଢେଙ୍କାନାଳ ଜିଲ୍ଲା କମଳାଙ୍ଗରେ ବିଦ୍ୟୁତ୍ ଆଘାତରେ ୭ ଟି ହାତୀର ମୃତ୍ୟୁ ହୋଇଥିଲା। ପୁଣି ଥରେ ଏଭଳି ଘଟଣା ଘଟିବା ପରେ ସ୍ଥାନୀୟ ଲୋକ ଅସନ୍ତୋଷ ପ୍ରକାଶ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।