ବାର୍‌ହା ଶିକାର ପାଇଁ ବିଛା ଯାଇଥିଲା ବିଦ୍ୟୁତ୍‌ ତାର, ଟଳିପଡ଼ିଲା ଦନ୍ତା

ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜ ଦୁଦୁରକୋଟ ଜଙ୍ଗଲରେ ବିଦ୍ୟୁତ୍ ଆଘାତରେ ଗୋଟିଏ ଦନ୍ତା ହାତୀର ମୃତ୍ୟୁ ଘଟିଛି। ବାର୍‌ହା ଶିକାର ପାଇଁ ଶିକାରୀମାନେ ବିଛାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଏହି ଦନ୍ତାର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ଲୋକେ। ହାତୀର ମୃତଦେହ ଦୁଦୁରକୋଟ ଜଙ୍ଗଲରେ ପଡ଼ି ରହିଛି। ସୂଚନାଯୋଗ୍ୟ, ଗତବର୍ଷ ଢେଙ୍କାନାଳ ଜିଲ୍ଲା କମଳାଙ୍ଗରେ ବିଦ୍ୟୁତ୍ ଆଘାତରେ ୭ ଟି ହାତୀର ମୃତ୍ୟୁ ହୋଇଥିଲା। ପୁଣି ଥରେ ଏଭଳି ଘଟଣା ଘଟିବା […]

elephant

elephant

Tapaswini Nayak
  • Published: Wednesday, 02 January 2019
  • Updated: 02 January 2019, 12:22 PM IST

ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜ ଦୁଦୁରକୋଟ ଜଙ୍ଗଲରେ ବିଦ୍ୟୁତ୍ ଆଘାତରେ ଗୋଟିଏ ଦନ୍ତା ହାତୀର ମୃତ୍ୟୁ ଘଟିଛି।

ବାର୍‌ହା ଶିକାର ପାଇଁ ଶିକାରୀମାନେ ବିଛାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଏହି ଦନ୍ତାର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ଲୋକେ। ହାତୀର ମୃତଦେହ ଦୁଦୁରକୋଟ ଜଙ୍ଗଲରେ ପଡ଼ି ରହିଛି।

ସୂଚନାଯୋଗ୍ୟ, ଗତବର୍ଷ ଢେଙ୍କାନାଳ ଜିଲ୍ଲା କମଳାଙ୍ଗରେ ବିଦ୍ୟୁତ୍ ଆଘାତରେ ୭ ଟି ହାତୀର ମୃତ୍ୟୁ ହୋଇଥିଲା। ପୁଣି ଥରେ ଏଭଳି ଘଟଣା ଘଟିବା ପରେ ସ୍ଥାନୀୟ ଲୋକ ଅସନ୍ତୋଷ ପ୍ରକାଶ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story