ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରସ୍ଥିତ CET ଇଂଜିନିୟରିଂ କଲେଜର ଏକ ଘର ଭିତରୁ ଜଣେ ପ୍ରଫେସରଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ କୋରାପୁଟ ସୁନାବେଡ଼ାର ଭାଗବତ ପ୍ରସାଦ ରଥ । ସେ CET ଇଂଜିନିୟରିଂ କଲେଜର ପ୍ରଫେସର ଥିଲେ ।
ଗତ ୪ ଦିନ ହେଲା ଘର ଭିତର ପଟୁ ବନ୍ଦ ରହିଥିବା ବେଳେ ଦୁର୍ଗନ୍ଧ ବାହାରୁଥିଲା । ପଡ଼ୋଶୀ ପୁଲିସ୍କୁ ଫୋନ୍ କରିବା ପରେ ପୁଲିସ୍ ପହଞ୍ଚି ଭାଗବତଙ୍କ ମୃତଦେହ ଉଦ୍ଧାର କରିଥିଲା
ସୂଚନାଯୋଗ୍ୟ, ଭାଗବତ ୪ ଦିନ ହେଲା ନ୍ଲାଇନ୍ କ୍ଲାସରେ ଯୋଗଦେଇନଥିଲେ । ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିଛନ୍ତି । କେମିତି ଭାଗବତଙ୍କ ମୃତ୍ୟୁ ହେଲା ସେନେଇ ତଦନ୍ତ ଚଳାଇଛି ପୁଲିସ୍।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବାହାର ରାଜ୍ୟକୁ ଚାଲାଣ ହେଉଥିଲେ ୧୭ ଦାଦନ ଶ୍ରମିକ; ଅଟକାଇ ଦେଲା ପୁଲିସ୍
ଉଦ୍ଧାର ଶ୍ରମିକମାନଙ୍କ ମଧ୍ୟରେ ପୁରୁଷ ୭, ମହିଳା ୮ ଓ ଛୋଟଛୁଆ ୨ ଜଣ ଅଛନ୍ତି।
Events & Festivals
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।
Crime
ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ; ମାଡ଼ି ବସିଲା ଭିଜିଲାନ୍ସ
ଗତକାଲି ସନ୍ଧ୍ୟାରେ ହୃଷିକେଷ ନଳିନୀଙ୍କୁ ଲାଞ୍ଚ ଟଙ୍କା ଦେବାବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ି ବସିଥିଲା।
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।