accident
Advertisment
ବିନିକା(ଦିଲୀପ ସାହୁ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଚଞ୍ଚାଣି ଗାଁରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ସୁଶାନ୍ତ ଯୁଆଡ଼ି।
Advertisment
ଗତକାଲି ସନ୍ଧ୍ୟାରେ ଏହି ଦୁର୍ଘଟଣା ଘଟିଥିଲା। ସୁଶାନ୍ତ ଜଣେ ଶ୍ରମିକ ଭାବେ କାମ କରୁଥିଲେ। ସେ ଘରକୁ ଫେରୁଥିବା ବେଳେ ଏକ ଅଜଣା ଗାଡ଼ି ତାଙ୍କୁ ପିଟି ଦେଇ ଚାଲି ଯାଇଥିବା କୁହାଯାଉଛି। ଉକ୍ତ ଅଜଣା ଗାଡ଼ିଟି ଏକ ଟ୍ରାକ୍ଟର ବୋଲି ବି କୁହାଯାଉଛି।
ସୁଶାନ୍ତଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ଡୁଙ୍ଗୁରିପାଲି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/03/accident-1233-1.jpg)