ନବକଳେବର ଭିତ୍ତିଭୂମିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ

ପୁରୀ: ପୁରୀରେ ନବକଳେବର ଭିତ୍ତିଭୂମିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଗୋକୁଳ ଚନ୍ଦ୍ର ପତି। ଏହି ଅବସରରେ ଚଳିତ ମାସ ଶେଷ ସୁଦ୍ଧା ସମସ୍ତ ନିର୍ମାଣ କାମ ସରିଯିବ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ। ରେଳବାଇର ଦୋହରୀକରଣ ସହ ୨ଟି ନୂଆ ପ୍ଲାଟଫର୍ମ ନିର୍ମାଣ କାମ ଚଳିତ ମାସ ସାରିବାକୁ ଲକ୍ଷ୍ୟ ରଖାଯାଇଥିବା କହିଛନ୍ତି ମୁଖ୍ୟ ଶାସନ ସଚିବ। ସେହିପରି ଟ୍ରାଫିକ୍ ସମସ୍ୟାର ସମାଧାନ ପାଇଁ ଗମନାଗମନା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଇଥିବା ସେ […]

Gokul Chandra Pati

Rakesh Mallick
  • Published: Thursday, 04 June 2015
  • , Updated: 04 June 2015, 02:05 AM IST

ପୁରୀ: ପୁରୀରେ ନବକଳେବର ଭିତ୍ତିଭୂମିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଗୋକୁଳ ଚନ୍ଦ୍ର ପତି। ଏହି ଅବସରରେ ଚଳିତ ମାସ ଶେଷ ସୁଦ୍ଧା ସମସ୍ତ ନିର୍ମାଣ କାମ ସରିଯିବ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ। ରେଳବାଇର ଦୋହରୀକରଣ ସହ ୨ଟି ନୂଆ ପ୍ଲାଟଫର୍ମ ନିର୍ମାଣ କାମ ଚଳିତ ମାସ ସାରିବାକୁ ଲକ୍ଷ୍ୟ ରଖାଯାଇଥିବା କହିଛନ୍ତି ମୁଖ୍ୟ ଶାସନ ସଚିବ। ସେହିପରି ଟ୍ରାଫିକ୍ ସମସ୍ୟାର ସମାଧାନ ପାଇଁ ଗମନାଗମନା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଇଥିବା ସେ ସମୀକ୍ଷା ବୈଠକ ପରେ ସୂଚନା ଦେଇଛନ୍ତି। ପୁରୀ ସର୍କିଟ ହାଉସ୍ରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଜିଲ୍ଲାପାଳଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଯୋଗଦେଇଥିଲେ।

Related story