କେନ୍ଦ୍ରାପଡା: ଆଜି ଶ୍ରୀବଳଦେବ ଜିଉଙ୍କ ଜନ୍ମତିଥି। ଏଥିପାଇଁ ଚଳଚଞ୍ଚଳ କେନ୍ଦ୍ରାପଡା ଜିଲ୍ଲାର ଆରାଧ୍ୟ ଠାକୁର ବଳଦେବଜିଉଙ୍କ ପୀଠ। ଏଠାରେ ବେଶ୍ ଆନନ୍ଦ ଉଲ୍ଲାସର ସହ ପାଳିତ ହେଉଛି ଶ୍ରୀବଳଦେବ ଜିଉଙ୍କ ଜନ୍ମତିଥି।
ଏହି ଦିନରେ ବଳଦେବଜିଉଙ୍କ ପ୍ରତୀକ ଭାବେ ଗୋମାତାଙ୍କୁ ପୂଜା କରିବାର ପରମ୍ପରା ରହିଛି। ଏଥିପାଇଁ ଆଜି ସକାଳୁ ସକାଳୁ ଜିଲ୍ଲା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଚାଷୀମାନେ ଗୋମାତାଙ୍କୁ ପୂଜା କରିବା ସହ ହଳ ଲଙ୍ଗଳକୁ ମଧ୍ୟ ପୂଜା କରୁଛନ୍ତି। ପୌରାଣିକ କିମ୍ୱଦନ୍ତୀ କହେ ରୋହିଣୀଙ୍କ ଗର୍ଭରୁ ମହାପ୍ରଭୁ ବଳଦେବଜିଉ ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।